ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ
by Argus News
Sat, Sep 07 | 6:25 p.m.

ଅର୍ଗସ ବ୍ୟୁରୋ: ଘନୀଭୂତ ହେଉଛି ବଙ୍ଗୋପସାଗର ରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ଚୀନ ସାଗରରେ ଅଶାନ୍ତ ହେଉଛି ସୁପର ଟାଇଫୁନ୍ ୟାଗି । ଲଘୁଚାପ ଏବଂ ସୁପର ଟାଇଫୁନ୍ ମଧ୍ୟରେ ଦୂରତା  ରହିଛି ୨ ହଜାର କିମି ।ନିକଟରେ ନଥିଲେ ବି ଉଭୟଙ୍କ ମଧ୍ୟରେ ପ୍ରତିକ୍ରିୟା ଦେଖାଦେଇଛି । 

ଲଘୁଚାପ ଆହୁରି ଘନୀଭୂତ ହେବାକୁ ବଳଗୋଟାଉଛି।ଆସନ୍ତା ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପକୂଳ ରେ ହେବ ଅବପାତ।ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଅବପାତ।ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ।ପ୍ରଭାବରେ ୧୦ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବ ।

ଆଜି ସମସ୍ତ ଉପକୂଳ ଜିଲ୍ଲାମାନଙ୍କରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ।
 

ପଞ୍ଚାୟତ ସମିତି
ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ
ଜଗତସିଂହପୁର: ପଞ୍ଚାୟତ ସମିତି ବୈଠକକୁ ରୋଷଣୀ କରି ଆସିଲେ ତିର୍ତ୍ତୋଲ ବିଜେଡ଼ି ବିଧାୟକ ରମାକାନ୍ତ ଭୋଇ । ତିର୍ତ୍ତୋଲ ବ୍ଲକ ସମ୍ମିଳନୀ କକ୍ଷରେ ଚତୁର୍ଥ ପଞ୍ଚାୟତ ସମିତି ସାଧାର
TUMBBAD
Tumbbad: 2018ରେ ଯେତିକି କମେଇ ଥିଲା ତା ଠୁ ଅଧିକ ରି-ରିଲିଜ୍ ରେ କମେଇ ସାରିଲାଣି
ଅର୍ଗସ ବ୍ୟୁରୋ: Tumbbad । ଏହି ଫିଲ୍ମର ନାଁ ଶୁଣିବା ମାତ୍ରେ ସମସ୍ତଙ୍କ ମୁହଁରେ ଗୋଟିଏ କଥା । ମୁଭି ଟା ମାଷ୍ଟରପିସ୍ । ପୁରା ପୈସା ଅସୁଲ୍ । ଯିଏ ଥରେ ଦେଖିଛି ସିଏ ବାରମ୍ବାର ଦେଖିବାକ
ACCIDENT
ସେନା ଗାଡ଼ି ଓଲଟି 3 BSF ଯବାନ ସହିଦ, 32 ଯବାନ ଆହତ
ଅର୍ଗସ ବ୍ୟୁରୋ: ଜମ୍ମୁ କାଶ୍ମୀରରେ ବଡ଼ ଦୁର୍ଘଟଣା । ବଡ଼ଗାମରେ ସେନା ଗାଡ଼ି ଓଲଟି ପଡ଼ିବାରୁ 3 ଜଣ BSF ଯବାନ ସହିଦ ହେବା ସହ 32 ଯବାନ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ତୁରନ୍ତ 6