ସୂର୍ଯ୍ୟ ଖେଳ ପରିସରରେ ଆୟୋଜିତ ହୋଇଥିଲା ପରେଡ୍
by Argus News
Mon, Jan 15 | 11:44 a.m.

ଅର୍ଗସ ବ୍ୟୁରୋ:  ପ୍ରଥମ ଥର ପାଇଁ ଦିଲ୍ଲୀ ବାହାରେ ଲକ୍ଷ୍ନୌରେ ଅନୁଷ୍ଠିତ ହୋଇଥିଲା ସେନା ଦିବସ କାର୍ଯ୍ୟକ୍ରମ । ଏହି ଅବସରରେ ସୂର୍ଯ୍ୟ ଖେଳ ପରିସରରେ ଆୟୋଜିତ ହୋଇଥିଲା ପରେଡ୍ ।  ଏହାପ ରେ ସୌର୍ଯ୍ୟ ସନ୍ଧ୍ୟାର ଆୟୋଜନ କରାଯାଇଥିଲା ।  ଏହି ଅବସରରେ ସେନା ପକ୍ଷରୁ ମାର୍ଶାଲ ଆର୍ଟ ସହ ସୁଖୋଇ ଏବଂ ଅନ୍ୟ ବିମାନରେ କଳାପ୍ରଦର୍ଶନ କରାଯାଇଥିଲା ।76ତମ ସେନା ଦିବସ କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ରାଜ୍ୟପାଳ ଆନନ୍ଦୀ ବେନ୍ ପଟେଲ୍ ।

ଅଧିକ ପଢ଼ନ୍ତୁ ଦେଶ ଖବର:

SP
13m ago
ସପା ଓ କଂଗ୍ରେସ ମିଳିତ ଭାବେ ଦୁର୍ନୀତିର ଦୋକାନ ଚଳାଇବାକୁ ଚାହୁଁଛନ୍ତି: ମୋଦି
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶରେ ମୋଦିଙ୍କ ମାରାଥନ ପ୍ରଚାର । ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍
HIMANTA
28m ago
ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି: ହିମନ୍ତ ବିଶ୍ୱଶର୍ମା
ଅର୍ଗସ ବ୍ୟୁରୋ: ପାଣ୍ଡିଆନଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି । ଜଟଣୀ ଛତାବରର
TUKUNI
50m ago
ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା !
ଅର୍ଗସ ବ୍ୟୁରୋ: ଟୁକୁନି ସାହୁଙ୍କ ଗୁଣ୍ଡାଙ୍କ ଆତଙ୍କରାଜ୍ ! ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା ! ପୁଣି ସୀମା ଟପିଲେ ମନ୍ତ୍ରୀ ଟୁକୁନି ସାହୁଙ୍