ରଥାରୂଢ ହେଲେ ମା' ସୁଭଦ୍ରା
by Argus News
Sun, Jul 07 | 12:53 p.m.

ଅର୍ଗସ ବ୍ୟୁରୋ : ରଥାରୂଢ ହେଲେ ମା ସୁଭଦ୍ରା । ପ୍ରଥମେ ସୁଦର୍ଶନଙ୍କୁ ବିଜେ କରାଗଲା । ପରେ ବଡଠାକୁର ବଳଭଦ୍ରଙ୍କର ପହଣ୍ଡି କରାଯାଇଥିଲା । ପରେ ମା ସୁଭଦ୍ରା ରଥରେ ବିଜେ କରିଛନ୍ତି । ରଥଯାତ୍ରା ପାଇଁ କୋଳାହଳମୟ ବଡଦାଣ୍ଡ । ରଥକୁ ସ୍ପର୍ଶ କରିବାକୁ ଆସିଛନ୍ତି କୋଟି କୋଟି ଭକ୍ତ । କିଛି ସମୟ ପରେ ରଥରେ ବିଜେ କରିବେ ମହାପ୍ରଭୁ ଜଗନ୍ନାଥ । 

ଅଧିକ ପଢନ୍ତୁ : ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ

 ଭିଜିବ ଭକ୍ତର ଆଖି  ଭିଜିବ ବଡଦାଣ୍ଡ। ଧନ୍ୟ ହେବେ ସଚରାଚର। ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ଦଉଡ଼ି ଟାଣି ଜୀବନକୁ କୃତାର୍ଥ କରିବାକୁ ଭକ୍ତପ୍ରାଣ ଉଚ୍ଛନ୍ନ। ହରିବୋଲ, ହୁଳହୁଳିରେ, ଘଣ୍ଟଘଣ୍ଟିରେ ଚର୍ତୁଦିଗ  ଉଠିବ ପଡିବ।

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ