ବିଶିଷ୍ଠ କାଠ କଣ୍ଢେଇ ନୃତ୍ୟ ଗୁରୁ ମାଗୁଣି କୁଅଁର ଗୁରୁତର
by Argus News
Tue, Apr 02 | 11:50 a.m.

ଅର୍ଗସ ବ୍ୟୁରୋ:  ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର । ବିଶିଷ୍ଠ କାଠ କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଗୁରୁତର ।  କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ସେ ଚିକିତ୍ସିତ ହେଉଛନ୍ତି । କିଛିଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡି଼ତ ହୋଇଥିଲେ । ଗତକାଲି ରାତିରେ ହଠାତ  ଅସୁସ୍ଥ ହୋଇପଡିଥିଲେ । ପରିବାର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ଆବଶ୍ୟକ ହେଲେ ତାଙ୍କୁ କଟକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର । କଣ୍ଢେଇ ନୃତ୍ୟକୁ ନିଜର ଅକ୍ଲାନ୍ତ ପରିଶ୍ରମ ଦ୍ଵାରା ବିଶ୍ଵ ଦରବାରରେ ପରିଚିତ କରିଥିବାରୁ ତାଙ୍କୁ ଭାରତ ସରକାର ଗତବର୍ଷ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

HEAT WAVE
3m ago
ଆହୁରି ଦୁଇ ସପ୍ତାହ ତତେଇବା ତାତି
ଅର୍ଗସ ବ୍ୟୁରୋ: ଆଗାମୀ ଦୁଇ ସପ୍ତାହ ଯାଏଁ ତାତିରୁ ନାହିଁ ନିସ୍ତାର । ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ଶୁଷ୍କ ପଶ୍ଚିମା ବାୟୁର ପ୍ରବାହ ବୃଦ୍ଧି, ତଥା ସାମୁଦ୍ରିକ ବାୟୁ ପ୍ରବା
SP
37m ago
ସପା ଓ କଂଗ୍ରେସ ମିଳିତ ଭାବେ ଦୁର୍ନୀତିର ଦୋକାନ ଚଳାଇବାକୁ ଚାହୁଁଛନ୍ତି: ମୋଦି
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶରେ ମୋଦିଙ୍କ ମାରାଥନ ପ୍ରଚାର । ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍
HIMANTA
52m ago
ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି: ହିମନ୍ତ ବିଶ୍ୱଶର୍ମା
ଅର୍ଗସ ବ୍ୟୁରୋ: ପାଣ୍ଡିଆନଙ୍କ ନାଁରେ ସଂଗୀନ ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ପାଣ୍ଡିଆନ୍ ଲୁଚାଇ ରଖିଛନ୍ତି ରତ୍ନଭଣ୍ଡାର ଚାବି । ଜଟଣୀ ଛତାବରର