ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି
by Argus News
Wed, Nov 15 | 5:28 p.m.

ଅର୍ଗସ ବ୍ୟୁରୋ: ସଚିନଙ୍କ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି । ଦିନିକିଆ କ୍ରିକେଟରେ ସର୍ବାଧିକ ଶତକର ରେକର୍ଡ କରିଛନ୍ତି କୋହଲି । ବିଶ୍ବକପ୍ ସେମିଫାଇନାଲରେ ଏହି ରେକର୍ଡ ହାଲ କରିଛନ୍ତି କୋହଲି । ବିରାଟ କୋହଲି ୫୦ତମ ଶତକ ହାସଲ କରିଛନ୍ତି । ସଚିନଙ୍କ ସାମ୍ନାରେ ସଚିନଙ୍କ ରେକର୍ଡ ଭାଙ୍ଗିଲେ ବିରାଟ । ଗୋଟିଏ ବିଶ୍ବକପ୍‌ରେ ସର୍ବାଧିକ ରନ୍‌ର ରେକର୍ଡ କଲେ କୋହଲି । ସଚିନଙ୍କ ୬୭୩ ରନ୍‌ର ରେକର୍ଡ ଭାଙ୍ଗି ରେକର୍ଡ କରିଛନ୍ତି ବିରାଟ କୋହଲି । ବିରାଟ କୋହଲି 113 ବଲ୍ ରେ 117 ରନ୍ କରି ଆଉଟ୍ ହୋଇଛନ୍ତି । 

ସେପଟେ ବିରାଟଙ୍କ ଏହି ରେକର୍ଡ ପରେ ଫ୍ୟାନ୍ସ ମାନେ ସେଲିବ୍ରେଟ୍ କରୁଥିବା ଦେଖିବାକୁ ମିଳିଛି । ୱାଙ୍ଖଡେ ଷ୍ଟାଡିଅମ୍ ବାହାରେ କ୍ରିକେଟ୍ ପ୍ରେମୀଙ୍କ ମଦ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । 
 

ଭାରତ-ନ୍ୟୁଜିଲାଣ୍ଡ ସେମିଫାଇନାଲ୍,ଟସ୍ ଜିତିଲା ଭାରତ

MODI
ବିଜେଡି ସରକାରକୁ ଧୋଇଦେଲେ ମୋଦି
ଅର୍ଗସ ବ୍ୟୁରୋ: ଓଡ଼ିଶାରେ ଶାସନ କରୁଛି କିଏ ? ନବୀନ ବାବୁ ସିଏମ ଅଛନ୍ତି ହେଲେ ସୁପର ସିଏମ ଅନ୍ୟ ଜଣେ । ରାଜ୍ୟର ସରକାର ଏବେ ପୂରା ଆଉଟ ସୋର୍ସିଂ ହୋଇଯାଇଛି । ଫୁଲବାଣୀ, ବଲାଙ୍ଗିର ପରେ କିଛ
CM NAVEEN PATNAIK
ବଲାଙ୍ଗିର ପହଞ୍ଚୁ ପହଞ୍ଚୁ ବର୍ଷିଲେ ମୋଦି, ବିଜେଡି ଯିବାର କାଉଣ୍ଟ ଡାଉନ୍‌ ଆରମ୍ଭ !
ଅର୍ଗସ ବ୍ୟୁରୋ : ଆକ୍ରମଣ ହେଲା ଆହୁରି ଶାଣିତ । ନବୀନଙ୍କ ନାଁନେଇ ପ୍ରଶ୍ନ ଉପରେ ପ୍ରଶ୍ନ କଲେ ମୋଦି । ପ୍ରଧାନମନ୍ତ୍ରୀଙ୍କ ପ୍ରଶ୍ନରେ ଥଥମମ ବିଜେଡି ନେତା । ମଂଚରେ ଚଢୁଚଢୁ ସିଧା କହିଲେ, ଏଥ
MODI
ନବୀନଙ୍କୁ ଧୋଇଲେ ମୋଦି : କହିଲେ, ବିନା କାଗଜରେ ୩୦ ଜିଲ୍ଲାର ନାଁ କହିପାରିବେନି
ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଚାବି ସମ୍ଭାଳିପାରୁନାହାନ୍ତି ସରକାର କଣ ସମ୍ଭାଳିବେ ? ଇଏ ଏମିତି ମୁଖ୍ୟମନ୍ତ୍ରୀ ଯିଏ କି, ବିନା କାଗଜରେ ନିଜ ଜିଲ୍ଲାର ନାଁ କହିପାରୁନାହାନ୍ତି କି ରାଜ୍ୟ