ଲୋକସଭାରୁ ବିଦା ହେଲେ ମହୁଆ ମୈତ୍ର 
by Argus News
Fri, Dec 08 | 3:30 p.m.

ନୂଆଦିଲ୍ଲୀ:  ଲୋକସଭାରୁ ମହୁଆ ମୈତ୍ର ବହିଷ୍କୃତ । ଏଥିକ୍ସ କମିଟି ସୁପାରିଶ ମଞ୍ଜୁର ପରେ ତାଙ୍କୁ ସଦସ୍ୟତା ପଦରୁ ହଟାଯାଇଛି।  ଟଙ୍କା ନେଇ ପ୍ରଶ୍ନ ପଚାରିବା ମାମଲାରେ କାର୍ଯ୍ୟାନୁଷ୍ଠାନ  ନିଆଗଲା । ଟିଏମସି ସାଂସଦ ମହୁଆ ମୈତ୍ର ଲାଞ୍ଚ ନେଇ ପ୍ରଶ୍ନ ମାମଲାରେ ଆଜି ଲୋକସଭାରେ ଆଗତ ହୋଇଥିଲା ଏଥିକ୍ସ କମିଟି ରିପୋର୍ଟ।  ରିପୋର୍ଟ ଉପସ୍ଥାପନ ହେବା ପରେ କମିଟିର ସୁପାରିସ ଆଧାରରେ ମହୁଆ ମୈତ୍ରଙ୍କ ସଂସଦର ସଦସ୍ୟତା ରଦ୍ଦ ପାଇଁ ପ୍ରସ୍ତାବ ଅଣାଯାଇଥିଲା ।

ଅଧିକ ପଢନ୍ତୁ : କାହିଁକି ଗଲା ରାହୁଲଙ୍କ ଲୋକସଭା ସାଂସଦ ପଦ, ପଢନ୍ତୁ...

ଏହା ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ବଡ ଝଟକା ଲାଗିଥିଲା।  ରାହୁଲ ଗାନ୍ଧିଙ୍କ ଲୋକସଭା ସାଂସଦ ପଦ ରଦ୍ଦ  ହରାଇଥିଲେ  । ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ରାହୁଲ । ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରନେମ ବା ଉପନାମକୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ କଂଗ୍ରେସ ନେତା ରାହୁଲ ଗାନ୍ଧି । କୋର୍ଟଙ୍କ ଦ୍ବାରା ଦଣ୍ଡାଦେଶ ଘୋଷଣା ପରେ ସଦସ୍ୟତା ରଦ୍ଦ  ହରାଇଥିଲେ  । ସମ୍ବିଧାନର ଧାରା 102(1)(ଇ) ଅନୁସାରେ ସଦସ୍ୟତା ରଦ୍ଦ କରାଯାଇଥିଲା ତାଙ୍କର ।

ଅଧିକ ପଢନ୍ତୁ : ରାହୁଲ ଗାନ୍ଧିଙ୍କୁ ବଡ଼ ଝଟ୍‌କା, ରଦ୍ଦ ହେଲା ଲୋକସଭା ସାଂସଦ ପଦ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ