ମଦୁରାଇର ୬ ଲେନ୍ ରାସ୍ତାରେ ବଡ଼ ଦୁର୍ଘଟଣା: ୫ମୃତ
by Argus News
Wed, Apr 10 | 6:37 p.m.

ଅର୍ଗସ ବ୍ୟୁରୋ: ମଦୁରାଇର ଭିଲ୍ଲାପୁରମର ସମାନ ପରିବାରର ଚାରିଜଣ ସଦସ୍ୟଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଧକ୍କା ଦେଇ କାରକୁ ଘୋଷାଡି ନେବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। 

 

ବିରୁଧୁନଗର-ମଦୁରାଇ ରାଜପଥରେ ତିରୁମାଙ୍ଗଲାମ ନିକଟ ସିଭାରାକୋଟାଇରେ ଏକ ଦ୍ରୁତ ଗତିରେ ଏସୟୁଭି କାର ଧକ୍କା ହୋଇଥିଲା। ଏନେଇ ମଦୁରାଇ ଜିଲ୍ଲା ଏସପି ଅରବିନ୍ଦ ସୂଚନା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର