ବେଙ୍ଗାଲୁରୁ କାଫେରେ ବଡ଼ ଧରଣର ବିସ୍ଫୋରଣ: ୫ ଗୁରୁତର
by Argus News
Fri, Mar 01 | 3:07 p.m.

ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁର ଏକ କାଫେରେ ବଡ଼ଧରଣର ବିସ୍ଫୋରଣ ହୋଇଛି। ଏକ ବ୍ୟାଗରେ କିଛି ସନ୍ଦିଗ୍ଧ ଜିନିଷ ଥିବା ପୋଲିସ ସନ୍ଦେହ କରିଛି। ଏହି ବିସ୍ଫୋରଣରେ ୫ଜଣ ଗୁରୁତର ହୋଇଛନ୍ତି। ବିସ୍ଫୋରଣ ରାମେଶ୍ବରମ କାଫେରେ ହୋଇଥିବା ଜଣାପଡ଼ିଛି। ବିସ୍ଫୋରଣ ଧମାକା ଶୁଣି ଲୋକେ ଭୟଭୀତ ହୋଇ ଦୌଡିଥିଲେ। 

ଯେଉଁଥିରେ ତଳେ ପଡ଼ି କିଛି ଲୋକ ଆହତ ହୋଇଛନ୍ତି। ଏଚଏଏଲ ଥାନା ପୋଲିସକୁ ତୁରନ୍ତ ସୂଚନା ଦିଆଯାଇଥିଲା। ଏହାପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ଏହା ଆତଙ୍କୀ ହମଲା କି କଣ ସେ ନେଇ ପୋଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି