ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ
by Argus News
Sat, Apr 06 | 3:23 p.m.

ଅର୍ଗସ ବ୍ୟୁରୋ : ପୁଣି ପୋଲିସକୁ ବଡ଼ ସଫଳତା । ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ । ୩ ମାଓବାଦୀ ନିହତ ନେଇ ବିଜାପୁର ଏସ୍‌ପି ଜିତେନ୍ଦ୍ର ଯାଦବଙ୍କ ସୂଚନା । କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ବେଳେ ଗୁଳିମାଡ଼ରେ ଟଳିଲେ । 

ଅଧିକ ପଡନ୍ତୁ ଓଡ଼ିଶା ଖବର

ଘଟଣାସ୍ଥଳରୁ ଗୋଟିଏ ଏଲଏମଜି , ଗୋଟିଏ ଏକେ-୪୭ ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଆରକ୍ଷୀ ଅଧୀକ୍ଷକ ଜିତେନ୍ଦ୍ର ଯାଦବ । ଏବେ ବି ଜଙ୍ଗଲ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।
 

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ