ଟ୍ରକ ଧକ୍କାରେ ଅଜଣା ଯୁବକ ମୃତ
by Argus News
Wed, Dec 06 | 8:23 a.m.

ବ୍ରହ୍ମପୁର:  ଧକ୍କା ଦେଇ ଘୋଷାଡି ନେଲା । ଆସିକା ରୋଡ ଗେଟ୍ ବଜାର ବିଲ ସାହି ନିକଟରେ ଟ୍ରକ୍ ଧକ୍କାରେ ଜଣେ ଅଜଣା ଯୁବକଙ୍କ ମୃତ୍ୟୁ ହୋଇଛି । ରାସ୍ତା ପାର ହେଉଥିବା ବେଳେ ଧକ୍କା ଦେଲା ଏକ ଟ୍ରକ୍ । ଟ୍ରକ୍ ଧକ୍କା ଦେଇ ଘଟଣା ସ୍ଥଳରୁ ଛୁ ମାରିଛି । ଟ୍ରକ୍ ପଛ ପଟେ ଆସୁଥିବା ଟାଟା ଏସି ଟି ଉକ୍ତ ଆହତ ଯୁବକଙ୍କୁ ପ୍ରାୟ 30 ମିଟର ଘୋଷାଡି ନେଇଛି । ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଖବର ପାଇ ଟ୍ରାଫିକ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ଟାଟା ଏସିକୁ ପଚରା ଉଚରା କରୁଥିବା ବେଳେ ଟ୍ରକକୁ ଧରିବାକୁ ଚେଷ୍ଟା କରିବ ପୋଲିସ ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ