ସାଇକେଲରେ ଯିବାବେଳେ ପିଟିଦେଲା ଟ୍ରକ, ଯୁବକ ମୃତ
by Argus News
Mon, Feb 12 | 11:58 a.m.

କନ୍ଧମାଳ:  ଟ୍ରକ୍ ଧକ୍କାରେ ଯୁବକ ମୃତ । ମୃତ ଯୁବକର ନାମ ଶେଷ ଦେବ ନାୟକ ହୋଇଥିବାବେଳେ, ବୌଦ୍ଧ ଜିଲ୍ଲା ହରଭଙ୍ଗା ଅଞ୍ଚଳର ବୋଲି ଜଣାପଡ଼ିଛି । ଆଜି ସକାଳେ ଯୁବକ ତାଙ୍କ ମଟର ସାଇକେଲରେ ଯାଉଥିବାବେଳେ, ମାଦିଗୁଣ୍ଡା ଛକ ପୂର୍ବରୁ ଶନି ମନ୍ଦିର ନିକଟରେ ଟ୍ରକ୍ ସହ ଧକ୍କା ହୋଇଥିଲା । 

ପରେ ଟ୍ରକ୍ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାବେଳେ, ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲା ଡ୍ରାଇଭର । ଦମକଳ ବାହିନୀ ମୃତ ଶରୀରକୁ ଫୁଲବାଣୀ ମେଡ଼ିକାଲକୁ ନେଇଥିଲେ । ପରିବାର ଲୋକ ପହଞ୍ଚି ଟାଉନ ଥାନାରେ ଅଭିଯୋଗ କରିଛନ୍ତି । 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ