ବିଜେଡି ଛାଡ଼ିଲେ ମଙ୍ଗଳ ସାହୁ, ସୁପ୍ରିମୋଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର
by Argus News
Thu, May 02 | 9:31 a.m.

ଅର୍ଗସ ବ୍ୟୁରୋ:  ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ମଙ୍ଗଳ ସାହୁ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଲେ ଇସ୍ତଫା ପତ୍ର । ପୂର୍ବରୁ ମଙ୍ଗଳ ସାହୁ ଝାରସୁଗୁଡ଼ାର ଜିଲ୍ଲା ବିଜେପି ସଭାପତି ଥିବାବେଳେ, ବିଜେପିରୁ ଇସ୍ତଫା ଦେଇ ବିଜେଡିରେ ମିଶିଥିଲେ । ଆଜି ଘର ବାହୁଡ଼ା କରିବା ସହ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇପାରନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ