ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ନେଲେ
by Argus News
Wed, Apr 10 | 5:26 p.m.

ଅର୍ଗସ ବ୍ୟୁରୋ : ପୁରୀରେ ମଣିପୁର ରାଜ୍ୟପାଳ ଅନୁସୟା ଉଇକି । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହାପ୍ରଭୁଙ୍କୁ ଆଶୀର୍ବାଦ ନେଲେ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିବା ପରେ ପୁରୀ ପ୍ରଶାସନ ତରଫରୁ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ଓ ଜଗନ୍ନାଥଙ୍କ ଏକ ପୁସ୍ତକ ତାଙ୍କୁ ପ୍ରଦାନ କରାଯାଇଥିଲା । ମହାପ୍ରଭୁଙ୍କ ଦର୍ଶନ କରି ସେ ବେଶ୍ ଖୁସି ପ୍ରକଟ କରିବା ସହ ସମଗ୍ର ଦେଶରେ ଖୁସିର ବାତାବରଣ ରହୁ ଓ ବିଶେଷ କରି ମଣିପୁରରେ ଚାଲିଥିବା ହିଂସା ଦୂର ହୋଇ ଖୁସିର ବାତାବରଣ ଫେରିଆସୁ ବୋଲି ମହାପ୍ରଭୁଙ୍କୁ ପ୍ରାର୍ଥନା କରିଥିଲେ ।

ରାଜନାଥ ସିଂ
4m ago
ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି  ରାଜ୍ୟ ସରକାର ହଜାଇଦେଲେ: ରାଜନାଥ ସିଂ
ସମ୍ବଲପୁର: ନାକ୍‌ଟିଦେଉଳରେ ପୁଣି ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ଦୋହରାଇଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। କହିଲେ, ମହାପ୍ରଭୁଙ୍କ ରତ୍ନଭଣ୍ଡାର ଚାବି ଏ ସରକା
ସ୍ବଚ୍ଛ ପାନୀୟ
25m ago
5 ବର୍ଷରେ ଆଖି ବୁଜିଲେଣି 15 ଜଣ
ଅନୁଗୁଳ: ସ୍ବଚ୍ଛ ପାନୀୟ ଜଳ ଯୋଗାଇବାରେ ବିଫଳ ବିଜେଡି ସରକାର । ଫେଲ୍ ମାରିଛି ବସୁଧା ଯୋଜନା ଓ ମେଗା ପାନୀୟ ଜଳ ପ୍ରକଳ୍ପ । 50 ପରିବାରର ଶୋଷ ମେଣ୍ଟାଉଛି ଗୋଟିଏମାତ୍ର ନଳକୂପର
ପର୍ଯ୍ୟାୟ ନିର୍ବାଚନ
51m ago
ସୁବର୍ଣ୍ଣପୁରର ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ
ସୁବର୍ଣ୍ଣପୁର: ଆସନ୍ତାକାଲି ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି କ୍ରମରେ ସୁବର୍ଣ୍ଣପୁର ଜିଲ୍ଲା ଦୁଇ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ମତଦାନ । ଜିଲ୍ଲାର ସୋନପୁର ବିଧାନସଭ