ମଣିପୁରରେ ପୁଣି ହିଂସା, ଦୁଇ ଜଣ ସିଆରପିଏଫ୍ ଯବାନ ସହିଦ
by Argus News
Sat, Apr 27 | 8:59 a.m.

ଅର୍ଗସ ବ୍ୟୁରୋ:  ମଣିପୁରରେ ପୁଣି ହିଂସା । ଉଗ୍ରବାଦୀଙ୍କ ଆକ୍ରମଣରେ ଦୁଇ ଜଣ ସିଆରପିଏଫ୍ ଯବାନ ସହିଦ ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଉଗ୍ରବାଦୀ ମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଆକ୍ରମଣ କରିଥିଲେ । ସହିଦ ହୋଇଥିବା ଦୁଇ ଯବାନ ବିଷ୍ଣୁପୁର ଜିଲ୍ଲାର ନାରାଣସେନା ଅଂଚଳରେ ମୁତୟନ ହୋଇଥିଲେ । ଉଗ୍ରବାଦୀଙ୍କ ଆକ୍ରମଣରେ ଆଉ ଦୁଇଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ କମ୍ବିଂ ଅପରେସନ ଜାରି ରହିଛି । 

ଅଧିକ ପଢ଼ନ୍ତୁ ଦେଶ ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍