ଉଦଯାପନୀ ସମାରୋହରେ ଭାରତର ଧ୍ବଜାବାହକ ହେବେ ମନୁ ଓ ଶ୍ରୀଜେଶ
by Argus News
Sun, Aug 11 | 7:19 a.m.

ଅର୍ଗସ ବ୍ୟୁରୋ: ଆଜି ଅନୁଷ୍ଠିତ ହେବାକୁ ଯାଉଛି ପ୍ୟାରିସ ଅଲିମ୍ପିକ୍ସରେ ଉଦଯାପନୀ ସମାରୋହ । ଏହି ଉତ୍ସବରେ ସୁଟର ମନୁ ଭାକରଙ୍କ ସହ ମହାନ ହକି ଖେଳାଳି ପିଆର ଶ୍ରୀଜେଶ ଭାରତର ଧ୍ବଜାବାହକ ହେବେ । ଭାରତୀୟ ଅଲିମ୍ପିକ ସଂଘ ପକ୍ଷରୁ ଏହି ଘୋଷଣା କରାଯାଇଛି । ପୂର୍ବରୁ ମନୁଙ୍କ ନାମ ଘୋଷଣା ହୋଇ ସାରିଥିବା ବେଳେ ଏବେ ଏଥିରେ ଏଥିରେ ସାମିଲ କରାଯାଇଛି ଶ୍ରୀଜେଶଙ୍କ ନାମ । ଭାରତୀୟ ହକି ପୁରୁଷ ଟିମ ବ୍ରୋଞ୍ଜ ପଦକ ଜିତିବା ପରେ ଶ୍ରୀଜେଶ ହକିରୁ ଅବସର ଘୋଷଣା କରିଛନ୍ତି । ଅଲିମ୍ପିକ୍ସରେ ପଦକ ହାସଲ କରିବା ପରେ ବିଦାୟ ନେବାର ଉପଯୁକ୍ତ ସମୟ ଆଉ କଣ ହୋଇପାରେ ବୋଲି ସେ କହିଛନ୍ତି ।
 

ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ପଦକ ଜିତିଲେ ମନୁ ଭାକର: କିଏ ସେ ମନୁ?

OSSSC
9m ago
OSSSC ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: OSSSC ପରିଚାଳିତ ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି ବୋଲି ଏକ ପ୍ରେସ ବିଜ୍ଞପ୍ତିର
ଦିନ ବେଳର
10m ago
ଦିନ ବେଳର ଖବର ସଂକ୍ଷେପରେ...
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020... ପୁନଃ ଗଠିତ ହେଲା ଟାସ୍କ ଫୋର୍ସ.. ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କଲେ ରାଜ୍
ହବିଷ୍ୟାଳି
11m ago
ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକ