ନବରଙ୍ଗପୁରରେ ଏନକାଉଣ୍ଟର, ଜଣେ ନକ୍ସଲ ନିହତ
by Argus News
Thu, May 09 | 3:37 p.m.

ନବରଙ୍ଗପୁର: ନବରଙ୍ଗପୁର ପୋଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନ୍ ସମୟରେ ବଡ଼ ସଫଳତା ମିଳିଛି । ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି ।

ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବାବେଳେ ଏନ୍‌କାଉଣ୍ଟରରେ ଜଣେ ନକ୍ସଲଙ୍କର ମୃତ୍ୟୁ ଘଟିଛି ।  ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଛି । ଏହି ଏନକାଉଣ୍ଟର ଗରିଆବନ୍ଧ ଜିଲ୍ଲା ମୈନପୁରର ସୋଭା ଥାନା ଅନ୍ତର୍ଗତ ଗରେବା ଜଙ୍ଗଲରେ ଘଟିଥିବା କୁହାଯାଉଛି । 

ନିହଲପ୍ରସାଦ ନିକଟରେ
3m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ
ଅମିତ ଶାହ
21m ago
ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି ଅମିତ ଶାହ , ବିଶାଳ ଜନସଭାକୁ କରିବେ ସମ୍ବୋଧନ
ଢେଙ୍କାନାଳ : ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଶାଳ ଜନସଭାକୁ କରିବେ ସମ୍ବୋଧନ |ତେବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ କଙ୍କଡାହାଡ଼ ବ୍ଲକର ବାଟ ଗା
ମତଦାନ
25m ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର