ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ନିରୀହ ଆଦିବାସୀଙ୍କୁ ହତ୍ୟା କଲେ ଲାଲବହିନୀ
by Argus News
Fri, Feb 23 | 10:04 a.m.

ମାଲକାନଗିରି: ସୀମାନ୍ତରେ ଲାଲ ତାଣ୍ଡବ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ନିରୀହ ଆଦିବାସୀଙ୍କୁ ହତ୍ୟା କଲେ ଲାଲବହିନୀ । ଛତିଶଗଡ଼ ସୁକମା ଓ ବିଜାପୁର ଜିଲ୍ଲା ସୀମାନ୍ତ କାୟର ଦୁଲେଡ଼ ଗାଁ ରେ ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତ ଦୁଇଜଣ ହେଲେ ସୋଡି ହୁଙ୍ଗା ଓ ମାଣ୍ଡବି ନନ୍ଦା । ମାଓବାଦୀଙ୍କ ପାମେଡ ଏରିଆ କମିଟି ହତ୍ୟାକାଣ୍ଡ କରିଥିବା ସୂଚନା ମିଳିଛି।

ଆହୁରି ପଢନ୍ତୁ ଓଡିଶା ଖବର...

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍