ତାଇଓ୍ବାନରେ ବଡ଼ ଧରଣର ଭୂ-କମ୍ପ: ରିକ୍ଟର ସ୍କେଲରେ ତୀବ୍ରତା ୬.୧
by Argus News
Tue, Apr 23 | 8:05 a.m.

ଅର୍ଗସ ବ୍ୟୁରୋ: ତାଇଓ୍ବାନରେ ଭୂ-କମ୍ପ ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଭୂ-କମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ବୋଲି ଆକଳନ କରାଯାଇଛି। 

ପୂର୍ବ ରିପୋର୍ଟ ଅନୁଯାୟୀ ପୂର୍ବ ତାଇଓ୍ବାନର ହୁଆଲିଏନ ଜିଲ୍ଲାର ଶୋଫେଙ୍ଗ ଟାଉନସିପରେ ୯ ମିନିଟ ମଧ୍ୟରେ ୫ଥର ଭୂ-କମ୍ପ ଅନୁଭୂତ ହୋଇଥିଲା। ଅପରାହ୍ନ ୫ଟା ୮ ମିନିଟରୁ ୫ଟା ୧୭ ମଧ୍ୟରେ ଏହି ଭୂ-କମ୍ପ ଘଟିଛି। ଏହି ଭୂ-କମ୍ପରେ ୨ଟି କୋଠା ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି। ଦୁଇ ସପ୍ତାହ ପୂର୍ବେ ରିକ୍ଟର ସ୍କେଲରେ ୭.୪ ତୀବ୍ରତା ବିଶିଷ୍ଟ ଏକ ଶକ୍ତିଶାଳୀ ଭୂ-କମ୍ପ ତାଇଓ୍ବାନର ପୂର୍ବ-ଉପକୂଳରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। 

ଅଧିକ ପଢ଼ନ୍ତୁ ବିଦେଶ ଖବର 
 

ଅଗ୍ନିକାଣ୍ଡ
ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ ସମିତି ସଭାଗୃହରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବା
ହେମାମାଳିନୀ
ଆଜି ପୁଣି ପ୍ରଚାର ମୈଦାନକୁ ଓହ୍ଲାଇବେ ହେମାମାଳିନୀ
ଭୁବନେଶ୍ବର : ଆଜି ପୁଣି ହେମାମାଳିନୀ କରିବେ ପ୍ରଚାର । ଦେବଗଡ଼ ବାରକୋଟରେ ଜନସଭାକୁ ସମ୍ବୋଧିତ କରିବା ସହ ପାଲଲହଡ଼ାରେ ଜନସଭାକୁ କରିବେ ସମ୍ବୋଧନ । ସେହିପରି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନ
ନିଆଁ
ତୀର୍ଥଯାତ୍ରୀ ବସରେ ନିଆଁ , ୮ ଜୀବନ୍ତ ଦଗ୍ଘ
ଅର୍ଗସ ବ୍ୟୁରୋ : ହରିୟାଣାର ନୁହରେ ତୀର୍ଥଯାତ୍ରୀ ବସରେ ନିଆଁ ଲାଗିଯାଇଛି । ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବସରେ ମୋଟ ୬୦ ଜଣ ଯାତ୍ର