ଆକ୍ରୋପୋଲିସ ମଲ୍‌ରେ ଭୀଷଣ ଅଗ୍ନିକାଣ୍ଡ: ବହୁ ଲୋକ ଫସିଥିବା ସୂଚନା
by Argus News
Fri, Jun 14 | 5:24 p.m.

ଅର୍ଗସ ବ୍ୟୁରୋ: କୋଲକାତାର ଆକ୍ରୋପୋଲିସ ମଲ୍‌ରେ ଶୁକ୍ରବାର ଭୀଷଣ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି । ମଲ୍‌ରେ ବହୁ ଲୋକ ଫସି ରହିଥିବାର ଅନୁମାନ କରାଯାଉଛି । ଘଟଣା ବିଷୟରେ ସୂଚନା ମିଳିବା ପରେ ଦମକଳ ବିଭାଗ ପକ୍ଷରୁ ୧୦ଟି ଗାଡି ଘଟଣାସ୍ଥଳରେ ପହଞ୍ଚିଛି। 

 

ଦମକଳ ବିଭାଗ ଅଧିକାରୀ ମଲ୍ ମଧ୍ୟରେ ଥିବା ବିଭିନ୍ନ କାର୍ଯ୍ୟାଳୟରୁ ଲୋକଙ୍କୁ ସୁରକ୍ଷିତ ବାହାର କରିବାକୁ ପ୍ରୟାସ ଜାରି ରଖିଛନ୍ତି । ତେବେ ମଲ୍‌ରେ କିପରି ନିଆଁ ଲାଗିଲା ତାହା ଜଣାପଡିନାହିଁ। ନିଆଁ ଲାଗିବା ପରେ ପୁରା ମଲ୍ ଧୂଆଁମୟ ହୋଇଯାଇଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ମଲ୍‌ର କାଚ ଝରକା ଭାଙ୍ଗି ଦେବା ସହ ଲୋକଙ୍କୁ ବାହାରକୁ କାଢିବାରେ ଚେଷ୍ଟା ଜାରି ରଖିଛନ୍ତି।

ଅଧିକ ପଢ଼ନ୍ତୁ ଭାରତ ଖବର 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ