ଇଂରାଜୀ ପରିକ୍ଷା ପୂର୍ବରୁ ଝୁଲିପଡିଲେ ମାଟ୍ରିକ ଛାତ୍ର
by Argus News
Fri, Feb 23 | 11:22 a.m.

ଭଦ୍ରକ: ଇଂରାଜୀ ପରିକ୍ଷା ପୂର୍ବରୁ ମାଟ୍ରିକ ଛାତ୍ରଙ୍କ ଆତ୍ମହତ୍ୟା । ଭଦ୍ରକ ଜିଲ୍ଲା ଧାମନଗର ଥାନା ଅନ୍ତର୍ଗତ ଜାହାଙ୍ଗୀର ଶାସନ ଗ୍ରାମରେ ମାଉସୀ ଘରେ ରହି ପାଠ ପଢୁଥିବା ଅଭିଷେକ ପଣ୍ଡା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । 

ଅଭିଷେକ କାହିଁକି ଆତ୍ମହତ୍ୟା କେଲ ତାହାର କାରଣ ଜଣାପଡିନାହିଁ । ସେପଟେ ତାଙ୍କ ମାଉସ ଘର  ଲୋକେ ଏନେଇ ଧାମନଗର ପୋଲିସକୁ ଜଣାଇଥିବା ବେଳେ ଘଟଣାସ୍ଥଳରେ ଧାମନଗର ପୋଲିସ ପହଞ୍ଚି ଛାତ୍ରଙ୍କ ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ତେବେ ଅଭିଷେକଙ୍କ ଘର ମୟୂରଭଞ୍ଜ ଜିଲ୍ଲା ହୋଇଥିବାବେଳେ ତାଙ୍କ ବାପାଙ୍କ ନାମ ଅଭୟ ପଣ୍ଡା ବୋଲି ସୂଚନା ମିଳିଛି ।  


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ