ଭାରସାମ୍ୟ ହରାଇଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
by Argus News
Wed, Apr 24 | 9:58 a.m.

ଅର୍ଗସ ବ୍ୟୁରୋ : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରକ୍ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । ମୟୂରଭଞ୍ଜ ରାଇରଙ୍ଗପୁର ଏୟାର ଷ୍ଟ୍ରିପ ଛକ ନିକଟରେ ଦୁର୍ଘଟଣା । ଟାଟାରୁ ବାଦାମପାହାଡ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଟ୍ରକ । ସ୍ଥାନୀୟ ବାସିନ୍ଦା ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାର ଖୋଳତାଡ଼ ଆରମ୍ଭ କରିଛି ।

ଅଧିକ ପଢନ୍ତୁ ଓଡିଶା ଖବର

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ