ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବିଧାନସଭା ଷ୍ଟାଣ୍ଡିଂ କମିଟି ସଦସ୍ୟଙ୍କ ଆଲୋଚନା
by Argus News
Tue, Oct 01 | 12:24 p.m.

ପୁରୀ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ବିଧାନସଭା ଷ୍ଟାଣ୍ଡିଂ କମିଟି ସଦସ୍ୟଙ୍କ ଆଲୋଚନା। ଭକ୍ତଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଚାରି ପାଖରେ ଚାଲିଥିବା ଉନ୍ନତିମୂଳକ କାର୍ଯ୍ୟ ଉପରେ ଏଏସଆଇ ସହ ଆଲୋଚନା। ଏହା ସହ ରଥରେ ଭକ୍ତଙ୍କୁ ନ ଚଢାଇବା ପାଇଁ ଦଇତାପତିଙ୍କୁ କ୍ଷତିପୂରଣ ରାଶି ଉପରେ କମିଟି ଆଲୋଚନା କରିଛନ୍ତି।

ଅଧିକ ପଢନ୍ତୁ : ରୋଷଶାଳାକୁ ଯିବା ପୂର୍ବରୁ ପରୀକ୍ଷା ହେବ ଅବଢା ସାମଗ୍ରୀର ମାନ

ମହାପ୍ରଭୁଙ୍କ କୋଠଭୋଗ ଧନ ଯୋଜନାରେ କେତେ ଟଙ୍କା ବିନିଯୋଗ କରାଯାଉଛି, ଶ୍ରୀମନ୍ଦିର ପରିଚାଳନା ପାଇଁ କଣ ସବୁ ପଦକ୍ଷେପ ନିଆଯାଉଛି ସେନେଇ ଷ୍ଟାଣ୍ଡିଂ କମିଟି ଏ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସହ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଗତକାଲି  ଷ୍ଟାଣ୍ଡିଂ କମିଟି ପୁରୀ ଜିଲ୍ଲାର ଆଇନଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଥିଲେ ।
 

ଲକ୍ଷ୍ମୀ ବସ
8m ago
ଲକ୍ଷ୍ମୀ ବସ-ସ୍କୁଟି ମୁହାଁମୁହିଁ
ଅର୍ଗସ ବ୍ୟୁରୋ: ଆସୁଥିଲେ ମେଡିକାଲକୁ ଡ୍ୟୁଟି । ହେଲେ ସାମ୍ନାରୁ ଆସି ଧକ୍କା ଦେଲା ଲକ୍ଷ୍ମୀ ବସ। ଦୁର୍ଘଟଣାରେ ଗୁରୁତର ହେଲେ ଷ୍ଟାଫ ନର୍ସ। ଏଭଳି ଘଟଣା ଘଟିଛି ଉଦଳା ଥାନା ପିସିପୁର ଛ
ଗୁଳି ବାଜିବା ପରେ
36m ago
ଗୁଳି ବାଜିବା ପରେ ପ୍ରକାଶ ପାଇଲା ଗୋବିନ୍ଦାଙ୍କ ପ୍ରତିକ୍ରିୟା‌: କହିଲେ ଭଲ ଅଛି
ଅର୍ଗସ ବ୍ୟୁରୋ: ଅକ୍ଟୋବର ପହିଲା ବା ମଙ୍ଗଳବାର ଦିନ ଗୁଳି ଆଘାତ ପାଇ ସକାଳୁ ସକାଳୁ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ ଅଭିନେତା ଗୋବିନ୍ଦା। ହସ୍ପିଟାଲ୍‌ରେ ଭର୍ତ୍ତି ହେବ
ଟିମ୍ ଇଣ୍ଡିଆ
57m ago
ଟେଷ୍ଟରେ ଟି୨୦ର ଜଲୱା,ଟିମ୍ ଇଣ୍ଡିଆର ଐତିହାସିକ ବିଜୟ
ଅର୍ଗସ ବ୍ୟୁରୋ:ଗର୍ଜିଲା ଜୈସ୍ୱାଲଙ୍କ ବ୍ୟାଟ୍ ଖେଳିଲେ ୫୧ ରନର ଧୂଆଁଦାର ଅର୍ଦ୍ଧଶତକୀୟପାରି,ଅଶ୍ବିନ-ବୁମରାଙ୍କ ଘାଇଲା ବୋଲିରେଚିତପଟାଙ୍ଗ ମାରିଲେ ବାଂଲା ବ୍ୟାଟର।କାନପୁର ଟେଷ୍ଟର