ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ merit list
by Argus News
Sat, Jul 20 | 1:43 p.m.

ଭୁବନେଶ୍ୱର: ପ୍ରକାଶ ପାଇଛି ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ।  ମେଧା ତାଲିକାରେ ୪ଲକ୍ଷ ୨୬ ହଜାର ୪୭୨ ଛାତ୍ରୀଛାତ୍ରୀଙ୍କ ନାଁ । ରେଭେନ୍ସା ପାଇଁ ବିଜ୍ଞାନ, କଳା ଓ ବାଣିଜ୍ୟର କଟ୍ ଅଫ୍ ମାର୍କ ସବୁଠୁ ଅଧିକ ରହିଛି । ରେଭନ୍ସାର ବିଜ୍ଞାନ ପାଇଁ ୯୧.୫୦ ପ୍ରତିଶତ, ବାଣିଜ୍ୟ ପାଇଁ ୭୭ ପ୍ରତିଶତ ଓ କଳା ପାଇଁ କଟ୍ ଅଫ୍ ମାର୍କ ୭୫.୧୭ ରହିଛି ।  

 

ଅଗଷ୍ଟ ଆରମ୍ଭରୁ ଚାଲିବ ପାଠ ପଢା । ଚଳିତ ବର୍ଷ ୪ ଲକ୍ଷ ୭୬ ହଜାର ୯୩ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାଁ ମେଧା ତାଲିକାରେ ଆସିଛି । କଳାରେ ୨ ଲକ୍ଷ ୭୧ ହଜାର ୪୯୨,  ବିଜ୍ଞାନରେ ୧ ଲକ୍ଷ ୧୭ ହଜାର ୨୭୩ ଓ ବାଣିଜ୍ୟରେ ୨୪ ହଜାର ୩୫୪ ଛାତ୍ରଛାତ୍ରୀଙ୍କ ନାମ ରହିଛି ।

ଆହୁରି ପଢନ୍ତୁ ଓଡିଶା ଖବର... 
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା