ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ: ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା ଜାରି
by Argus News
Fri, May 10 | 5:03 p.m.

ଅର୍ଗସ ବ୍ୟୁରୋ: ଆଗାମୀ ୩ଘଣ୍ଟା ପାଇଁ ବଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲ୍ଲାରେ ବର୍ଷା ନେଇ ଆକଳନ କରିଛି। ସେପଟେ କାଳବୈଶାଖୀ ବର୍ଷା ପାଇଁ ମାଲକାନଗିରି, କୋରାପୁଟକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। 

ଘଡ଼ଘଡ଼ି ସହ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା । ବର୍ଷା ବେଳେ ୩୦ରୁ ୪୦ କିମି ପବନ ବହିବ ବୋଲି ପାଣିପାଗ ବିଭାଗ ଆଲର୍ଟ କରିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍