ପୃଥ୍ୱୀରାଜ ହରିଚନ୍ଦନଙ୍କ କେନ୍ଦୁଝର ଗସ୍ତ
by Argus News
Tue, Oct 08 | 7:49 a.m.

ଅର୍ଗସ ବ୍ୟୁରୋ:  ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ କେନ୍ଦୁଝର ଗସ୍ତ । ଜିଲ୍ଲାରେ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ଅଧିନ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ ମନ୍ତ୍ରୀ । ଜିଲ୍ଲାରେ ଆଗାମୀ ୨୫ ବର୍ଷକୁ ଆଖି ଆଗରେ ରଖି ରାସ୍ତା, ଡ୍ରେନ ଆଦି ବିକାଶ ଉପରେ ପ୍ରଶାସନ ସହିତ ଆଲୋଚନା କରିଥିଲେ । ଏହାପରେ ପ୍ରଫେସର ବାଉରୀବନ୍ଧୁ କର ସ୍ମାରକୀ ସାରସ୍ଵତ ସମାରୋହ ଓ ଜାତୀୟ ଆଲୋଚନା ଚକ୍ରରେ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମନ୍ତ୍ରୀ । ଧରଣୀଧର ବିଶ୍ବବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝରର ସାଂସଦ ଶ୍ରୀଯୁକ୍ତ ଅନନ୍ତ ନାୟକ ପାଟଣା ବିଧାୟକ  ଅଖିଳ ଚନ୍ଦ୍ର ନାୟକ ମଧ୍ୟ ସମିଲ ହୋଇଥିଲେ । କାର୍ୟ୍ୟକ୍ରମରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ପୁରସ୍କୃତ କରିଥିଲେ ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ASTROLOGICAL
53m ago
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...
ଅର୍ଗସ ବ୍ୟୁରୋ: କିପରି କଟିବ ଆଜି ଆପଣଙ୍କ ଦିନ । ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ। ମେଷ- ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ । ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛ
FLAG MARCH
କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ, ସୁରକ୍ଷିତ ଭାବେ ପୂଜା ପାଳନ କରିବାପାଇଁ ଗୁରୁତ୍ୱ
ଅର୍ଗସ ବ୍ୟୁରୋ: କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ | ଭୁବନେଶ୍ୱର ଡିସିପି ପିନାକ ମିଶ୍ର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ବିଭିନ୍ନ ଅଞ୍ଚଳ ବୁଲି ଫ୍ଲାଗ ମାର୍ଚ୍ଚ କରିଛନ୍ତ
CHAMPIONSHIP
ଇଷ୍ଟଜୋନ୍‌ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ , ପ୍ରଥମ ଦିନରେ ଓଡ଼ିଶାକୁ ମିଳିଲା ୨୭ଟି ପଦକ
ଅର୍ଗସ ବ୍ୟୁରୋ: କଳିଙ୍ଗ ଷ୍ଟାଡିୟମ୍ ରେ ୩୫ତମ ଇଷ୍ଟଜୋନ୍‌ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ । ପ୍ରଥମଦିନରେ ଓଡ଼ିଶାକୁ ମିଳିଲା ୨୭ଟି ପଦକ । ଯୁବ କ୍ରୀଡାବିତଙ୍କ ପ୍ରତିଭ