ଢ଼େଙ୍କାନାଳରେ ଚାଞ୍ଚଲ୍ୟ, ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
by Argus News
Fri, Mar 01 | 7:15 p.m.

ଢେଙ୍କାନାଳ: ଢ଼େଙ୍କାନାଳରେ ଚାଞ୍ଚଲ୍ୟ । ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ପଥରରେ ଅତି ନିର୍ମମ ଭାବେ ଛେଚି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ଢ଼େଙ୍କାନାଳ ସଦର ଥାନା ମଙ୍ଗଳପୁରରେ ଏହି ଅଭାବନୀୟ ଘଟଣା ଘଟିଛି । ମଙ୍ଗଳପୁର ଗ୍ରାମର ଷୋହଳ ବର୍ଷୀୟ କଲେଜ ପଢୁଆ ନାବାଳିକା ଝିଅ ଗତକାଲି ଟିୟୁସନ୍ ଯାଇ ଆଉ ଘରକୁ ଫେରିନଥିଲେ ।

ଏନେଇ ପରିବାର ଲୋକେ ଟାଉନ ଥାନାରେ ରିପୋର୍ଟ କରିଥିଲେ । ଆଜି ନାବାଳିକାଙ୍କ ମୃତଦେହ ମଙ୍ଗଳପୁର ନିକଟ ରାସ୍ତା କଡରୁ ପୋଲିସ ଉଦ୍ଧାର କରିଛି । ଶବ ନିକଟରୁ ମଦ ବୋତଲ ମିଳିବା ସନ୍ଦେହକୁ ଆହୁରି ବଢ଼ାଇଛି । ଏନେଇ ପୋଲିସ ତଦନ୍ତ ଜାରି ରଖିଛି । ସେପଟେ ଝିଅକୁ ହରାଇ ପରିବାର ଲୋକେ ସମ୍ପୂର୍ଣ୍ଣ ଭାଙ୍ଗିପଡିଛନ୍ତି । 

ଆହୁରି ପଢନ୍ତୁ  ଓଡିଶା ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ