ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କଲେ ମୀରାବାଈ ଚାନୁ
by Argus News
Tue, Apr 02 | 9:55 a.m.

ଅର୍ଗସ ବ୍ୟୁରୋ: ଟୋକିଓ ଅଲିମ୍ପିକ୍ସ ରୌପ୍ୟ ବିଜେତା ମୀରାବାଈ ଚାନୁ ଆଇଡବ୍ଲ୍ୟୁଏଫ୍‌ ବିଶ୍ବକପ୍‌ରେ ମହିଳା ୪୯ କେଜି ଗ୍ରୁପ୍‌ ‘ବି’ ଇଭେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରିବା ପରେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। 

ଛଅ ମାସ ଆଘାତଜନିତ ସମସ୍ୟାରେ ରହିବା ପରେ ପ୍ରତିଯୋଗିତାକୁ ଫେରିଥିବା ଚାନୁ ମୋଟ ୧୮୪କେଜି ଭାରୋତ୍ତଳନ କରିଥିଲେ। ପ୍ୟାରିସ ଅଲିମ୍ପିକ୍ସ ପାଇଁ ଏହା ହେଉଛି ଫାଇନାଲ ଏବଂ ବାଧ୍ୟତାମୂଳକ ଟୁର୍ନାମେଣ୍ଟ। ବିଶ୍ବକପ୍‌ ଶେଷରେ କ୍ବାଲିଫିକେଶନ ପାଇଁ ବିଧିବଦ୍ଧ ଘୋଷଣା ହେବ। ସେତେବେଳେ ଓକ୍ୟୁଆର୍‌ ଅପ୍‌ଡେଟ୍‌ ହେବ। ପ୍ରତ୍ୟେକ ଓଜନ ଶ୍ରେଣୀରୁ ଶ୍ରେଷ୍ଠ ୧୦ ଲିଫ୍ଟର ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଚାନୁ ଗତଥର ସେପ୍ଟେମ୍ବରରେ ଏସିଆନ ଗେମ୍ସରେ ଭାଗ ନେଇଥିଲେ।

ଅଧିକ ପଢ଼ନ୍ତୁ କୀଡ଼ା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ