ସଭା ସରିଲା, ମହାପ୍ରଭୁଙ୍କୁ ଭୁଲିଗଲେ...
by Argus News
Sun, Apr 21 | 3:23 p.m.

କୃଷ୍ଣପୁର:  କୋଟି ଓଡିଆଙ୍କ ମୋଉଡମଣୀଙ୍କୁ ଅସମ୍ମାନ । ଖରାରେ ଅଖା ଘୋରିହୋଇ ବସିଛନ୍ତି ମୋହାପ୍ରଭୁ କାଳିଆ ସାଆନ୍ତ । ଏ ଦୃଶ୍ୟ ହେଉଛି ମାଲୁଦ ପଞ୍ଚୁଦୋଳ ପଡିଆର । ଗତ ୧୯ ତାରଖରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଏଠାରେ ବ୍ରହ୍ମଗିରିର ବିଜେଡି ବିଧାୟକ ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଏବଂ ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକଙ୍କ ନେତୃତ୍ଵରେ କୃଷ୍ଣପ୍ରସାଦର ଅନେକ ବିଜୁ ଛାତ୍ର ମାନଙ୍କୁ ନେଇ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା । 

ସେଠାରେ ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରଦୀପ ଜଳାଇ ସଭା କାର୍ଯ୍ୟ ଆରମ୍ଭ କରିଥିଲେ ନେତା । କିନ୍ତୁ କାମ ସରିଗଲା ପରେ ସେଠାରୁ ଚାଲିଗଲେ ନେତା । ଆଉ ସେଠାରେ ପଡି ରହିଲେ କୋଟି ଓଡିଆର ମୋଉଡ ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ ।
 

ଆହୁରି ପଢନ୍ତୁ ଓଡ଼ିଶା ଖବର...

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି