ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଫିଲ୍ମ ଜଗତର ସର୍ବୋଚ୍ଚ ସମ୍ମାନ
by Argus News
Tue, Oct 08 | 7:51 a.m.

ଅର୍ଗସ ବ୍ୟୁରୋ:  ବଲିଉଡର ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଫିଲ୍ମ ଜଗତର ସର୍ବୋଚ୍ଚ ସମ୍ମାନ । ଆଜି 70ତମ ଜାତୀୟ ଫିଲ୍ମ ପୁରସ୍କାର ସମାରୋହରେ ସମ୍ମାନିତ ହେବେ ବରିଷ୍ଠ ବଲିଉଡ୍ ଷ୍ଟାର । ଅଭିନୟ କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ଲାଗି ୨୦୨୨ ବର୍ଷ ପାଇଁ ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଦାଦାସାହେବ ଫାଲକେ ପୁରସ୍କାର ।  ସେପ୍ଟେମ୍ବର 30 ତାରିଖରେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏକ୍ସ ପୋଷ୍ଟରେ ଏନେଇ ସୂଚନା ଦେଇଥିଲେ । ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ମିଥୁନ ଚକ୍ରବର୍ତ୍ତୀଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର:

ASTROLOGICAL
57m ago
ଜାଣନ୍ତୁ ଆଜିର ରାଶିଫଳ, ସତର୍କ ରୁହନ୍ତୁ ଏହି ରାଶି...
ଅର୍ଗସ ବ୍ୟୁରୋ: କିପରି କଟିବ ଆଜି ଆପଣଙ୍କ ଦିନ । ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ। ମେଷ- ପରିବାର ଉପରେ ସ୍ନେହ ସଦିଚ୍ଛା ରହିବ । ଅନ୍ୟ ମନସ୍କତା ଓ ଆଘାତ ପ୍ରାପ୍ତିର ଆଶଙ୍କା ରହିଛ
FLAG MARCH
କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ, ସୁରକ୍ଷିତ ଭାବେ ପୂଜା ପାଳନ କରିବାପାଇଁ ଗୁରୁତ୍ୱ
ଅର୍ଗସ ବ୍ୟୁରୋ: କମିସନରେଟ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ | ଭୁବନେଶ୍ୱର ଡିସିପି ପିନାକ ମିଶ୍ର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ବିଭିନ୍ନ ଅଞ୍ଚଳ ବୁଲି ଫ୍ଲାଗ ମାର୍ଚ୍ଚ କରିଛନ୍ତ
CHAMPIONSHIP
ଇଷ୍ଟଜୋନ୍‌ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ , ପ୍ରଥମ ଦିନରେ ଓଡ଼ିଶାକୁ ମିଳିଲା ୨୭ଟି ପଦକ
ଅର୍ଗସ ବ୍ୟୁରୋ: କଳିଙ୍ଗ ଷ୍ଟାଡିୟମ୍ ରେ ୩୫ତମ ଇଷ୍ଟଜୋନ୍‌ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍ । ପ୍ରଥମଦିନରେ ଓଡ଼ିଶାକୁ ମିଳିଲା ୨୭ଟି ପଦକ । ଯୁବ କ୍ରୀଡାବିତଙ୍କ ପ୍ରତିଭ