ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌
by Argus News
Sun, Feb 11 | 7:14 a.m.

ଅର୍ଗସ ବ୍ୟୁରୋ : ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟୋକ୍‌ । ଅସୁସ୍ଥତାକୁ ନେଇ ସେ ଶନିବାର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏବେ ତାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ତାଙ୍କର ମେଡିକାଲ ରିପୋର୍ଟ ଆସିଛି । ଏଥିରୁ ତାଙ୍କୁ ଷ୍ଟ୍ରୋକ୍‌ ହୋଇଥିବା ସ୍ପଷ୍ଟ ହେବା ପରେ ଚିକିତ୍ସା ଜାରି ରହିଛି । ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର

ମିଥୁନ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କୋଲକାତାର ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ପ୍ରଥମେ ରିପୋର୍ଟ ଆସିଥିଲା । ହେଲେ କିଛି ସମୟ ପୂର୍ବରୁ ତାଙ୍କ ପୁଅ ମହାକ୍ଷୟ ଚକ୍ରବର୍ତ୍ତୀ ସବୁକିଛି ଗୁଜବ ବୋଲି କହିଥିଲେ । ହେଲେ ଏବେ ଡାକ୍ତରଖାନା ତରଫରୁ ଜାରି କରାଯାଇଥିବା ସୂଚନାରେ ଅଭିନେତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିବା ଜଣାପଡ଼ିଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ