ଆସନ୍ତାକାଲି ପ୍ରକାଶ ପାଇବ ମିଜୋରାମ ବିଧାନସଭା ନିର୍ବାଚନ ରେଜଲ୍ଟ
by Argus News
Sun, Dec 03 | 7:17 a.m.

ଅର୍ଗସ ବ୍ୟୁରୋ:  ଆଜି 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ହେବାକୁ ଯାଉଥିବାବେଳେ ଆସନ୍ତାକାଲି ମିଜୋରାମ ବିଧାନସଭା ନିର୍ବାଚନ ରେଜଲ୍ଟ ପ୍ରକାଶ ପାଇବ । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଏହାର ବିରୋଧ କରିଥିଲା ।

ଆଜି ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଛନ୍ତି। ତେଣୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ । ନଭେମ୍ବର ୭ରେ ମିଜୋରାମର ୪୦  ସିଟ୍ ପାଇଁ ଭୋଟ୍ ଶେଷ ହୋଇଥିଲା ।

ଅଧିକ ପଢ଼ନ୍ତୁ ଦେଶ ଖବର: 

ମାଓ ପ୍ରବଣ ଅଞ୍ଚଳରେ
36m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ