ଭଦ୍ରକରେ ମୋବାଇଲ୍ ଇଣ୍ଟରନେଟ୍ କଟକଣା ଆଉ 48 ଘଣ୍ଟା ବୃଦ୍ଧି
by Argus News
Tue, Oct 01 | 7:11 a.m.

ଭଦ୍ରକ: ଭଦ୍ରକରେ ସୋସିଆଲ୍ ମିଡିଆରେ ବିବାଦୀୟ ମନ୍ତବ୍ୟ ନେଇ ହିଂସାକାଣ୍ଡ ଘଟଣା । ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ କଟକଣା ଆଉ 48 ଘଣ୍ଟା ବୃଦ୍ଧି କରାଯାଇଛି । ଆସନ୍ତା 2 ତାରିଖ ସକାଳ ପର୍ଯ୍ୟନ୍ତ ଜିଲ୍ଲାରେ ବନ୍ଦ ରହିବ ଇଣ୍ଟରନେଟ ସେବା । ହିଂସାକାଣ୍ଡ ମାମଲାରେ ଆଜି ଭଦ୍ରକରୁ 3 ଜଣ ଗିରଫ ହୋଇଛନ୍ତି । ସେହିପରି ଧାମନଗରରୁ 5 ଜଣଙ୍କୁ ଗିରଫ କରାଯାଇଛି । ହିଂସା ଘଟଣାରେ ଏବେ ସୁଦ୍ଧା ଜିଲ୍ଲାରେ 22 ଜଣ ଗିରଫ ହୋଇଛନ୍ତି । ମୁଖ୍ୟ ଅଭିଯୁକ୍ତକୁ ଧରିବା ପାଇଁ ମୋବାଇଲ ଟ୍ରାକ୍‌ ସହ ଚଢ଼ଉ ଜାରି  ରହିଛି । ଏନେଇ ସୂଚନା ଦେଇଛନ୍ତି ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ।
 

ଖରିଫ
13m ago
ନଭେମ୍ବରରୁ ରାଜ୍ୟରେ ଆରମ୍ଭ ହେବ ଖରିଫ ଧାନ କିଣା
ଭୁବନେଶ୍ୱର : ଆସନ୍ତା ନଭେମ୍ବରରୁ ରାଜ୍ୟରେ ଆରମ୍ଭ ହେବ ଖରିଫ ଧାନ କିଣା। କ୍ବିଣ୍ଟାଲ୍ ପିଛା 3100 ଟଙ୍କା ଦରରେ ଚାଷୀଙ୍କଠାରୁ ଧାନ କିଣିବେ ରାଜ୍ୟ ସରକାର। ବରଗଡ଼ ସୋହେଲାରୁ ହେବ ଧା
ମଦ ବିକ୍ରି ବନ୍ଦ
23m ago
ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା
ସୁବର୍ଣ୍ଣପୁର: ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା । ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି । ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍
ଦମଦାର ବିଜୟ
40m ago
କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ
ନୂଆଦିଲ୍ଲୀ: କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ। ବାଂଲାଦେଶ ପକ୍ଷରୁ ଦିଆଯାଇଥିବା ୯୫ ରନର ଟାର୍ଗେଟକୁ ଭାରତ ୩ ୱିକେଟ ହରାଇ ହାସଲ କରି ନେଇଛି। ପୂର୍ବରୁ ଭାରତୀୟ ବୋଲରଙ୍କୁ ସାମ୍ନ