ପୁରୀରେ ଶୃଙ୍ଖଳିତ ତଥା ସୁରକ୍ଷିତ ରଥଯାତ୍ରା ପାଇଁ ମକଡ୍ରିଲ୍
by Argus News
Thu, Jul 04 | 1:04 p.m.

ପୁରୀ : ପୁରୀ ଟାଉନ ଥାନା ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମରେ ରଥଯାତ୍ରା ପାଇଁ ମକଡ୍ରିଲ୍। ଶୃଙ୍ଖଳିତ ତଥା ସୁରକ୍ଷିତ ରଥଯାତ୍ରା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ କିଭଳି ରହିବ ସେନେଇ ମକଡ୍ରିଲ କରାଯାଇଛି। ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ, ମେଡିକାଲ, ପୋଲିସ, ପରିବହନ, ଆମ୍ବୁଲାନ୍ସ ,ସ୍ବେଚ୍ଛାସେବୀ ସଙ୍ଗଠନ ଓ ଅନ୍ୟାନ୍ୟ ବିଭାଗ ମକଡ୍ରିଲ୍ରେ ସାମିଲ୍ ହୋଇଛନ୍ତି। ମକଡ୍ରିଲ୍ ରେ ଜିଲ୍ଲାପାଳ ଓ ଏସପି ମଧ୍ୟ ଉପସ୍ଥିତ ଅଛନ୍ତି।

ଅଧିକ ପଢନ୍ତୁ : ଅଣସର ଗୃହରେ ଆଜି ଶ୍ରୀଜୀଉଙ୍କ ଘଣା ଲାଗି

ଲକ୍ଷାଧିକ ଭକ୍ତଙ୍କ ଭିଡରେ କିଭଳି ଅପ୍ରୀତିକର ପରିସ୍ଥିତି ମୁକାବିଲା କରିହେବ ସେନେଇ ଟାଉନଥାନା ସମ୍ମୁଖରେ ମକଡ୍ରିଲ୍ ଆରମ୍ଭ ହୋଇଛି। ଦଳାଚକଟା ହେଉ କିମ୍ବା ଭିଡ ଭିତରେ ଭକ୍ତମାନେ କିଭଳି ଅଣନିଶ୍ବାସୀ ନହୁଅନ୍ତୁ ସେନେଇ ଅଭ୍ୟାସ ଆରମ୍ଭ ହୋଇଛି। କିଛି ଅପ୍ରୀତିକର ପରିସ୍ଥିତି ଉପୁଜିଲେ କିଭଳି ତୁରନ୍ତ ମୁକାବିଲା କରିହେବ ସେନେଇ ଓଡ୍ରାଫ,ଏନଡିଆରଏଫ୍ ଟିମ୍ ମାନଙ୍କ ତରଫରୁ ଡେମୋ କରାଯାଉଛି ।

FIRE MISHAP
ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଭୁବନେଶ୍ୱର: ପାହାଳ ନିକଟସ୍ଥ ଏକ ଏସି ଓ ଫ୍ରିଜ୍ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିଶ
ଜିଲ୍ଲାପ୍ରଶାସନ
ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲାପ୍ରଶାସନ
କେନ୍ଦ୍ରାପଡା: ଧ୍ରୁବଙ୍କ ସ୍ବାଦ କେଳେଙ୍କାରୀର ତଦନ୍ତ କରିବ ଜିଲ୍ଲା ପ୍ରଶାସନ। ଅର୍ଗସରେ ବାରମ୍ବାର ଖବର ପ୍ରସାରଣ ପରେ ଭାଙ୍ଗିଲା ପ୍ରଶାସନର ନିଦ। ଲୋକଙ୍କ ପ୍ରତିବାଦ ପରେ ଜାଗିଲ
ପିଏମ୍‌ କିଷାନ
କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା
ଅର୍ଗସ ବ୍ୟୁରୋ: କୃଷି ବିଭାଗର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ବଢିବ ପିଏମ୍‌ କିଷାନ ହିତାଧିକାରୀଙ୍କ ସଂଖ୍ୟା । କାଳିଆରେ ସାମିଲ କିନ୍ତୁ ପିଏମ୍‌ କିଷାନରୁ ବା