ପୁରୀ ରୋଡ଼ ସୋ' କରି ଅନୁଗୁଳ ପହଞ୍ଚିଲେ ମୋଦି
by Argus News
Mon, May 20 | 10:38 a.m.

ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟା ୧୫ରୁ ଅନୁଗୁଳରୁ ବାହାରି କଟକ ଆସିବେ । ମଧ୍ୟାହ୍ନ ୧୨ଟାରେ ଉପର ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ  । ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୫ ସାଧାରଣ ସଭା । ମଧ୍ୟାହ୍ନ ୧୨ଟାର ୫୦ରେ କଟକରୁ ବାହାରି ଭୁବନେଶ୍ବର ବିମାନବନ୍ଦରରେ ୧ଟା ୧୦ରେ ପହଞ୍ଚିବେ । ସେଠାରୁ ୧ଟା ୧୫ରୁ ପଶ୍ଚିମବଙ୍ଗ ଅଭିମୁଖେ ବାହାରିବେ ପ୍ରଧାନମନ୍ତ୍ରୀ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ