ଭୁବନେଶ୍ୱର ଗାଡ଼କଣରେ ପହଞ୍ଚି ଆବାସ ହିତାଧିକାରୀଙ୍କୁ ଭେଟିଲେ ମୋଦୀ
by Argus News
Tue, Sep 17 | 12:23 p.m.

ଅର୍ଗସ ବ୍ୟୁରୋ:ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ବିମାନବନ୍ଦରରୁ ସିଧାସଳଖ ପ୍ରଧାନମନ୍ତ୍ରୀ  ଗାଡ଼କଣାରେ ପହଞ୍ଚି ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି ଜନ୍ମଦିନ ପାଳିଛନ୍ତି। ଏଥିସହ କ୍ଷୀରି ମଧ୍ୟ ଖାଇଛନ୍ତି ପ୍ରଧାନମନ୍ତ୍ରୀ । ଗାଡ଼କଣାରେ ଆବାସ ହିତାଧିକାରୀଙ୍କୁ ଗୃହ ମଧ୍ୟ ପ୍ରବେଶ କରାଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭୁବନେଶ୍ବର ଗାଡ଼କଣ ଶବର ସାହିରୁ ଫେରି ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ୧୦୦ ଦିନ ପୂରଣ ହୋଇଛି । ଏହି ଦିନ ମଧ୍ୟରେ  ଦେଶ ଓ ବିଶ୍ୱ କ୍ଷେତ୍ରରେ ମୋଦୀଙ୍କ କାର୍ଯ୍ୟଦକ୍ଷତାକୁ ଦେଶ ଆଗରେ ପ୍ରକାଶ କରିଥିବା କହିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ 

 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ