ସ୍ଥଗିତ ରହିଲା ମୋଦିଙ୍କ ରୋଡ ଶୋ' କାର୍ଯ୍ୟକ୍ରମ
by Argus News
Sun, Sep 15 | 1:12 p.m.

ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଟାଟାନାଗର ଅର୍ଥାତ୍‌ ଜାମସେଦପୁରରେ ପହଞ୍ଚି ପାରିବେ ନାହିଁ। ଖରାପ ପାଗ ହେତୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି।

ଖରାପ ପାଗ ଯୋଗୁଁ ରାଞ୍ଚିରୁ ଜାମସେଦପୁର ଅଭିମୁଖେ ଯାତ୍ରା ହୋଇପାରିବ ନାହିଁ। ସେ ରାଞ୍ଚିରୁ ଅନଲାଇନ ଟ୍ରେନ ଗୁଡିକୁ ସବୁଜ ପତାକା ଦେଖାଇବେ। ସୂଚନାଯୋଗ୍ୟ, ରବିବାର ସକାଳୁ ଝାଡ଼ଖଣ୍ଡର ଅନେକ ସ୍ଥାନରେ ପବନ ସହିତ ବର୍ଷା ଜାରି ରହିଛି।

ରବିବାର ପାଣିପାଗ ବିଭାଗ ରେଡ ଆଲର୍ଟ ଜାରି କରିଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ ରବିବାର ରାଜ୍ୟର ଦକ୍ଷିଣ ଭାଗରେ (ପୂର୍ବ ସିଂହଭୁମ, ପଶ୍ଚିମ ସିଂହଭୁମ, ସିମଡେଗା ଏବଂ ସଢେଇକଳା ଖରସୁଆଁ) ଏବଂ ପଶ୍ଚିମ ଏବଂ ଏହାର ନିକଟବର୍ତ୍ତୀ କେନ୍ଦ୍ରୀୟ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ତେବେ ମୋଦି ଯିବେ କି ନାହିଁ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ