ତିିନି ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି
by Argus News
Sat, Jul 06 | 1:58 p.m.

ନୂଆଦିଲ୍ଲୀ: ତିନି ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି। ଜୁଲାଇ ୮ ଏବଂ ୯ ରେ ରୁଷ ଏବଂ ୧୦ ରେ ଅଷ୍ଟ୍ରିଆ ରେ ଗସ୍ତ କରିବେ। ଜୁଲାଇ 8-9 ରୁ ମସ୍କୋରେ ହେବାକୁ ଥିବା 22 ତମ ବାର୍ଷିକ ସମ୍ମିଳନୀ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । 2022 ମସିହାରେ ମସ୍କୋ ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ  ଋଷର ପ୍ରଥମ ଯାତ୍ରା।

ନେତାମାନେ ଭାରତ ଏବଂ ଋଷ ମଧ୍ୟରେ ଥିବା ବହୁମୁଖୀ ସମ୍ପର୍କର ସମଗ୍ର ପରିସର ସମୀକ୍ଷା କରିବେ । ପ୍ରଧାନମନ୍ତ୍ରୀ ମୋଦି କ୍ରେମଲିନ୍‌ର ଅଜ୍ଞାତ ସୈନିକଙ୍କ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିବେ ଏବଂ ମସ୍କୋରେ ଏକ ପ୍ରଦର୍ଶନୀ ସ୍ଥାନ ପରିଦର୍ଶନ କରିବେ। ଶୀତଳ ଯୁଦ୍ଧରୁ ଆରମ୍ଭ ହୋଇଥିବା ଦୁଇ ଦେଶ ମଧ୍ୟରେ ଦୀର୍ଘ ଦିନର ସମ୍ପର୍କକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଯାତ୍ରା ନିଶ୍ଚିତ କରିବ ବୋଲି ଆଶା କରାଯାଉଛି । 

ଅଧିକ ପଢନ୍ତୁ ଭାରତ ଖବର 

ଘନ କୁହୁଡ଼ି
3m ago
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
20m ago
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
29m ago
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ