ସୁଭଦ୍ରା ଯୋଜନାରେ ୧୦ ହଜାର କୋଟି ଟଙ୍କାର ବ୍ୟୟବରାଦ କଲେ ମୋହନ
by Argus News
Thu, Jul 25 | 6:40 p.m.

ଅର୍ଗସ ବ୍ୟୁରୋ : ରାଜ୍ୟବାସୀଙ୍କ ନଜର ରହିଥିଲା ସୁଭଦ୍ରା ଯୋଜନା ଉପରେ । ମୋହନ ସରକାର ସୁଭଦ୍ରା ଯୋଜନାରେ ୧୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ସେହିପରି ମମତା ଓ ପିଏମଏମଭିଓ୍ବାଇ ଯୋଜନାରେ ୫୨୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ପୋଷଣ ଅଭିଯାନ ପାଇଁ ୨୯୫ କୋଟି ଟଙ୍କା ଖର୍ଚ୍ଚ ହେବ । ଆଇସିଡିଏସ ଯୋଜନାରେ ରାଜ୍ୟର ଅବଦାନ ରହିବ ୧୩୬୬ କୋଟି ଟଙ୍କା । ସେହିପରି ମିଶନ ଶକ୍ତି ଯୋଜନାରେ ୧୧୭୯ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । 

ଅଧିକ ପଢନ୍ତୁ : ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ୧ ହଜାର କୋଟିର ବ୍ୟୟବରାଦ

ଯଦି ସୋସିଆଲ ସିକ୍ୟୁରିଟି ବା ସାମାଜିକ ସୁରକ୍ଷା କଥା ଦେଖିବା ତେବେ ମଧୁବାବୁ ପେନସନ ଯୋଜନାରେ ୪୪୮୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଭୀମ ଭୋଇ ଭିନ୍ନକ୍ଷମ ସମର୍ଥ୍ୟ ଅଭିଯାନ ପାଇଁ 56 କୋଟି ଟଙ୍କା । ଆଢଭାନ୍ସଡ ରିହାବିଲିଟେସନ ସେଣ୍ଟର ପାଇଁ ୨୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି।
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା