ମୋହନ ସରକାରଙ୍କ ମାଷ୍ଟରଷ୍ଟ୍ରୋକ୍: କ୍ୟାବିନେଟ ମିଟିଂ ସରୁ ସରୁ ୪ ବଡ ଘୋଷଣା
by Argus News
Wed, Jun 12 | 9:41 p.m.

ଅର୍ଗସ ବ୍ୟୁରୋ: ମୋହନ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ପ୍ରଥମ ବୈଠକରେ ୪ ପ୍ରସ୍ତାବ ପାରିତ ହୋଇଛି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପ୍ରସ୍ତାବ ଉପରେ ମୋହର । କାଲି ସରକାରଙ୍କ ଉପସ୍ଥିତିରେ ଖୋଲିବ ୪ ଦ୍ୱାର। ମଙ୍ଗଳ ଆଳତୀ ବେଳେ ଖୋଲିବ ୪ ଦ୍ୱାର । ଦ୍ୱିତୀୟ ନିଷ୍ପତ୍ତିରେ ଶ୍ରୀମନ୍ଦିର ପାଇଁ ୫ ଶହ କୋଟିର କର୍ପସ ଫଣ୍ଡ ମଞ୍ଜୁର ହେବ । 

ତୃତୀୟ ନିଷ୍ପତ୍ତିରେ ଖୁବଶୀଘ୍ର ଆସିବ ସମୃଦ୍ଧ କୃଷକ ନୀତି । ଧାନର ଏମଏସପି ୩୧ ଶହ ଟଙ୍କା ହେବ । ଚତୁର୍ଥ ନିଷ୍ପତ୍ତି ୧୦୦ ଦିନରେ କାର୍ଯ୍ୟକାରୀ ସୁଭଦ୍ରା ଯୋଜନା। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ମିଳିବ ।
୧-କାଲିଠାରୁ ଖୋଲିବ ଶ୍ରୀମନ୍ଦିରର ୪ ଦ୍ୱାର
୨- ଶ୍ରୀମନ୍ଦିର ପାଇଁ ୫ ଶହ କୋଟିର କର୍ପସ ଫଣ୍ଡ
୩- ଖୁବଶୀଘ୍ର ଆସିବ ସମୃଦ୍ଧ କୃଷକ ନୀତି
୪- ୧୦୦ ଦିନ ଭିତରେ କାର୍ଯ୍ୟକାରୀ ହେବ ସୁଭଦ୍ରା ଯୋଜନା

ଅଧିକ ପଢ଼ନ୍ତୁ ରାଜନୀତି ଖବର 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ