ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ
by Argus News
Mon, Dec 11 | 4:59 p.m.

ନୂଆଦିଲ୍ଲୀ:  ମୋହନ ଯାଦବ ହେବେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ। ବିଜେପି  ବିଧାୟକ ଦଳ ବୈଠକରେ ମୋହନଙ୍କ ନାରେ ଲାଗିଲା ମୋହର।ଉଜୈନ  ଦକ୍ଷୀଣ  ଆସନରୁ  ବିଧାୟକ ଅଛନ୍ତି ମୋହନ ।  

୨୦୨୩ ମସିହାରେ ପ୍ରଥମେ ବିଧାୟକ ନିର୍ବାଚିତ ହୋଇଥିଲେ ମୋହନ ଯାଦବ।  ଶିବରାଜ ସରକାରରେ  ଉଚ୍ଚଶିକ୍ଷା ମନ୍ତ୍ରୀ ଥିଲେ ମୋହନ ଯାଦବ ।  ସେହିପରି ମଧ୍ୟପ୍ରଦେଶରେ ନୂଆ ବାଚସ୍ପତି ହେବେ ନରେନ୍ଦ୍ର ତୋମାର ।  ମଧ୍ୟପ୍ରଦେଶରେ ରହିବେ ୨ଟି ଉପମୁଖ୍ୟମନ୍ତ୍ରୀ । ଜଗଦୀଶ ଦେବଡା ଓ ରାଜେନ୍ଦ୍ର  ଶୁକ୍ଲା ହେବେ ଉପମୁଖ୍ୟମନ୍ତ୍ରୀ। 

ଅଧିକ ପଢନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ