ରାଜଧାନୀ ଭୁବନେଶ୍ବରକୁ ଛୁଇଁଲା ମୌସୁମୀ
by Argus News
Sun, Jun 23 | 2:59 p.m.

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ବରକୁ ଛୁଇଁଲା ମୌସୁମୀ। ଭୁବନେଶ୍ୱର ସମେତ ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ। ସ୍ବାଭାବିକ ସମୟରେ ଦିନକ ପରେ ସବୁ ଜିଲ୍ଲା ଛୁଇଁଲା। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି।

୨୬ ରୁ ବଢିବ ବର୍ଷାର ପରିମାଣ। ପ୍ରବଳ ବର୍ଷା ନେଇ ୯ ଜିଲ୍ଲା କୁ ୟେଲୋ ଆଲର୍ଟ ଜାରି। ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ବର୍ଷା ଯୋଗୁ କିଛି ମାତ୍ରାରେ  ଗରମ କମିଛି ତଥାପି ଗୁଳୁଗୁଳି କମିନି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ