ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବ; ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି  
by Argus News
Fri, Jun 21 | 5:07 p.m.

ଭୁବନେଶ୍ୱର: 24 ଜିଲ୍ଲାକୁ ଛୁଇଁଲା ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । 

 

ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା । ମୌସୁମୀ ବାୟୁ ବାକି ୬ ଜିଲ୍ଲା ଛୁଇଁବାକୁ ଅନୁକୂଳ ରହିଛି ପାଗ ।  ୬ ଜିଲ୍ଲା ଗୁଡିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ମୟୂରଭଞ୍ଜ । 

ଅନ୍ୟପଟେ ପ୍ରଚଣ୍ଡ ଖରା ଓ ଗୁଳିଗୁଳିରୁ ଆଶ୍ୱସ୍ତି ମିଳିଛି । ଆଜିଠୁ 2 ଦିନ ଯାଏଁ ରାଜ୍ୟରେ ଭାରି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ରହିଛି । ୨୬ ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ୨୬ ରୁ ୨୯ ତାରିଖ ଯାଏଁ ହୋଇପାରେ ପ୍ରବଳ ବର୍ଷା । ସେପଟେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ସାରା ଓଡ଼ିଶାକୁ ପ୍ରବେଶ କରିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । 

ଆହୁରି ପଢନ୍ତୁ ପାଣିପାଗ ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା