ଗାଁର  ୩୦ରୁ ଅଧିକ ଲୋକ  ଝାଡାବାନ୍ତିରେ ଆକ୍ରାନ୍ତ 
by Argus News
Sat, Sep 07 | 3:29 p.m.

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତରା ଗାଁରେ ଡ଼ାଇରିଆ ଆତଙ୍କ ।  ଗାଁର ପ୍ରାୟ ୩୦ରୁ ଅଧିକ ଲୋକ  ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ସିନ୍ଧେକେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି ।

ସେପଟେ ଝାଡାବାନ୍ତିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାଁ କୁନ୍ତଳା ରଣା।  ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଁରେ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଯାଞ୍ଚ କରାଯାଉଛି। ମୁଖ୍ୟତଃ ନଦୀ ପାଣି ପାଇଁ ଏଭଳି ହୋଇଥିବା ସନ୍ଦେହ କରିଛନ୍ତି  ଗ୍ରାମବାସୀ  । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ