ଏକ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ
by Argus News
Thu, Apr 25 | 3:58 p.m.

ଗଜପତି :  ମୋହନା ପୋଲିସ୍ କୁ ମିଳିଛି ବଡ଼ ସଫଳତା । ଏକ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ କରିଛି କମଳାପୁର  ନାକା ପଏଣ୍ଟରେ । ମୋହନା ଥାନା ଅନ୍ତର୍ଗତ ଚଢ଼ିଆପଦା ଗାଁ ରୁ ବ୍ରହ୍ମପୁର ସହର ବାଇ ପାସ ଦେଇ ମହାରାଷ୍ଟ୍ର ସୋଲାପୁର ଯାଉଥିଲା ଏହି ଗଞେଇ।

ଜବତ ଗଞ୍ଜେଇ ର ପରିମାଣ ୧୦ କୁଇଣ୍ଟାଲ ହୋଇଥିବା ବେଳେ ଏକ ମହିନ୍ଦ୍ରା ମେକ୍ସ ପିକ୍ ଅପ୍ ସହ ଦୁଇ ଜଣକୁ ଗିରଫ କରିଛି ମୋହନା ପୋଲିସ୍।ଏହି ଚୋରା ଚାଲାଣ ରାକେଟ ରେ ଅନ୍ତଃ ରାଜ୍ୟ ମାଫିଆ ଜଡ଼ିତ ଥିବାରୁ ପୋଲିସ୍ ଅଧିକା ତଦନ୍ତ କରୁଛି। 
ଅଧକି ପଢନ୍ତୁ ଓଡ଼ିଶ ଖବର 

BOBBY DAS
51m ago
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ