ବଜ୍ରପାତରେ ମା-ପୁଅ ମୃତ
by Argus News
Sat, Apr 27 | 9:20 p.m.

 କେନ୍ଦ୍ରାପଡା:  ବଜ୍ରପାତରେ ମା ପୁଅ ମୃତ।  ସୂଚନାନୁଯାୟୀ, କାଳବୈଶାଖୀ ଯୋଗୁ ଆଜି ସନ୍ଧ୍ୟାରେ କେନ୍ଦ୍ରାପଡା ଜିଲ୍ଲାରେ ସାମାନ୍ୟ ଝଡବର୍ଷା ହୋଇଥିବା ବେଳେ ବିଲରେ ମୁଗ ଉପାଡୁଥିଲେ ମା ଓ ପୁଅ। ସେହିସମୟରେ   ବଜ୍ରପାତରେ  ଘଟି ଚାଲି ଯାଇଛି ଉଭୟଙ୍କ ଜୀବନ।


ତେବେ ମୃତକ ହେଉଛନ୍ତି।  କେନ୍ଦ୍ରାପଡା ଡେରାବିଶ୍ ଥାନା ଅନ୍ତର୍ଗତ ଖମୋଳ ପଞ୍ଚାୟତ ଜହ୍ନିମୂଳ ଗାଁର ୱାର୍ଡ ସଭ୍ୟ ୨୬ ବର୍ଷୀୟ ରବୀନ୍ଦ୍ର ବାରିକ ଓରଫ କାଳିଆ ଓ ତାଙ୍କ ୫୦ ବର୍ଷୀୟା ମା ଶଶୀରେଖା ବାରିକ ।  
ଅଧିକ ପଢନ୍ତୁ ଓଡ଼ିଶା ଖବର 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍