ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ
by Argus News
Sun, Apr 14 | 1:47 p.m.

ଅର୍ଗସ ବ୍ୟୁରୋ: ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଗ୍ରସ୍ତ। ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ନିକଟରେ ଘଟିଛି ଦୁର୍ଘଟଣା। ଦୁର୍ଘଟଣାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ହେଲେ ରେବିଙ୍ଗିଆ ଗ୍ରାମର ପ୍ରଣୟ କୁମାର ବେହେରା ହୋଇଥିବା ସୂଚନା ମିଳିଛି । 

ସୂଚନା ପ୍ରକାରେ ପ୍ରଣୟ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି । ଆଜି ସକାଳେ ରେବିଙ୍ଗିଆରୁ ସୁଡ୍ରା ଅଞ୍ଚଳକୁ କାର୍ଯ୍ୟରେ ଯୋଗ ଦେବାକୁ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ନିକଟରେ ଏକ ଗଛକୁ ପିଟି ହୋଇ ମୃତ୍ୟୁ ବରଣ କରିଥିବା ଜାଣିବାକୁ ମିଳିଛି। ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ପରିବାରର ଏକମାତ୍ର ରୋଜଗାରିଆ ପୁଅକୁ ହରାଇ ପରିବାରରେ ଶୋକରେ ଛାୟା ଖେଳିଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ