ମୁଦ୍ରା ଯୋଜନାରେ ଋଣ ରାଶି ସୀମା 10 ଲକ୍ଷରୁ 20 ଲକ୍ଷ ଟଙ୍କାକୁ ବୃଦ୍ଧି
by Argus News
Sat, Oct 26 | 3:42 p.m.

ଅର୍ଗସ ବ୍ୟୁରୋ: ବୃଦ୍ଧି ହେଲା ମୁଦ୍ରା ଋଣ । ଦେଶରେ କ୍ଷୁଦ୍ର ଉଦ୍ୟୋଗୀତାକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (PMMY) ଅଧୀନରେ ମୁଦ୍ରା ଋଣ ରାଶିର ସୀମାକୁ ଦ୍ୱିଗୁଣିତ କରି 10 ଲକ୍ଷରୁ 20 ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । 

ଏହି ବୃଦ୍ଧି ମୁଦ୍ରା ଯୋଜନାର ଉଦ୍ଦେଶ୍ୟକୁ ଆଗକୁ ବଢାଇବାକୁ  ଲକ୍ଷ୍ୟ ରଖିଛି । ଏହି ବର୍ଦ୍ଧିତ ଋଣ କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ଆବଶ୍ୟକୀୟ ପାଣ୍ଠି ଯୋଗାଇବା । ଯାହା ଉଦୀୟମାନ ଉଦ୍ୟୋଗୀମାନଙ୍କ ପାଇଁ ବିଶେଷ ଲାଭଦାୟକ ହେବ । ଏହି ପଦକ୍ଷେପ ଏକ ଦୃଢ ଉଦ୍ୟୋଗୀ ଇକୋସିଷ୍ଟମ ପ୍ରତିଷ୍ଠା ପାଇଁ ସରକାରଙ୍କ ପ୍ରତିବଦ୍ଧତା ସାକାର କରିବ ବୋଲି ଅର୍ଥମନ୍ତ୍ରଣାଳୟ ପକ୍ଷରୁ  ପ୍ରେସ ବିବୃତ୍ତିରେ କୁହାଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଜୁଲାଇ 2024 କେନ୍ଦ୍ର ବଜେଟ୍ ଅଭିଭାଷଣରେ ଏହା ଘୋଷଣା କରିଥିଲେ । 

ଆହୁରି ପଢନ୍ତୁ ଭାରତ ଖବର...
 

ବାଲିଯାତ୍ରା
3m ago
ବିଶ୍ଵ ପ୍ରସିଦ୍ଧ ବାଲିଯାତ୍ରା ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ଯୋଜନା
କଟକ: ବିଶ୍ଵ ପ୍ରସିଦ୍ଧ ବାଲିଯାତ୍ରା ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ଯୋଜନା। ନଭେମ୍ବର 15 ରୁ 22 ପର୍ଯ୍ୟନ୍ତ ବାଲିଯାତ୍ରା ଆୟୋଜନ ହେବ। ବାତ୍ୟା ପାଇଁ ବନ୍ଦ ରହିଥିବା ପ୍ଲଟ ପଞ୍ଜିକର
ରାମ ମନ୍ଦିରରୁ
15m ago
ରାମ ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ
ଅର୍ଗସ ବ୍ୟୁରୋ: ଫତେଗଡ ରାମ ମନ୍ଦିରରୁ ଦର୍ଶନ ସାରି ଫେରୁଥିବା ବେଳେ ଫତେଗଡ ଭାପୁର ରାସ୍ତାର ପିଠାଖାଇ ଜଙ୍ଗଲ ନିକଟରେ ପ୍ରେମୀ ଯୁଗଳଙ୍କୁ ଅସଦାଚରଣ କରିବା ସହ ଯୁବତୀଙ୍କୁ ଗଣଦୁଷ୍କର୍
ଆପାର୍ଟମେଣ୍ଟ
17m ago
ଆପାର୍ଟମେଣ୍ଟରେ ଲାଗିବ ଅତ୍ୟାଧୁନିକ ଇଣ୍ଟରନେଟ୍ ପ୍ରୋଟକଲ୍ କ୍ୟାମେରା
ଅର୍ଗସ ବ୍ୟୁରୋ : ଆପାର୍ଟମେଣ୍ଟରେ ଲାଗିବ ଅତ୍ୟାଧୁନିକ କ୍ୟାମେରା । ରାଜଧାନୀରେ ଆପାର୍ଟମେଣ୍ଟରୁ ବାରମ୍ବାର ଚୋରି ପରେ କମିଶନରେଟ୍ ପୋଲିସର ତତ୍ପରତା । ଆପାର୍ଟମେଣ୍ଟରେ ଲାଗି