ପ୍ରଥମେ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ମୁମ୍ବାଇ ଇଣ୍ଡିଆନ୍ସ
by Argus News
Mon, Apr 22 | 10:08 p.m.

ଅର୍ଗସ ବ୍ୟୁରୋ : ଆଜି ରାଜସ୍ଥାନର ଜୟପୁରର ସୱାଇ ମାନସିଂ ଷ୍ଟାଡିୟମରେ ମୁହାଁମୁହିଁ ହୋଇଛନ୍ତି ରାଜସ୍ଥାନ ରୟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ । ପ୍ରଥମେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ମୁମ୍ବାଇ ଇଣ୍ଡିଆନ୍ସ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟ ହରାଇ ୧୭୯ ରନ୍ କରିଛି । 

ଅଧିକ ପଢନ୍ତୁ ଖେଳ ଖବର

ଫଳରେ ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ୍ ରହିଛି । ମୁମ୍ବାଇ ଇଣ୍ଡିଆନ୍ସ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ତିଲକ ବର୍ମା ୬୫ ରନ୍ କରିଥିବାବେଳେ ମହମ୍ମଦ ନବୀ ୨୩ ରନ୍, ନେହାଲ ୱାଧେରା ୪୯ ରନ୍, ଟିମ୍ ଡେଭିଡ୍ ୩ ରନ୍ କରିଥିଲେ ।
 

ଅଗ୍ନିକାଣ୍ଡ
ଭୟାବହ ଅଗ୍ନିକାଣ୍ଡ , ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଞ୍ଚାୟତ ସମିତି ସଭାଗୃହରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ଲକ୍ଷାଧିକ ଟଙ୍କାର ମୂଲ୍ୟବା
ହେମାମାଳିନୀ
ଆଜି ପୁଣି ପ୍ରଚାର ମୈଦାନକୁ ଓହ୍ଲାଇବେ ହେମାମାଳିନୀ
ଭୁବନେଶ୍ବର : ଆଜି ପୁଣି ହେମାମାଳିନୀ କରିବେ ପ୍ରଚାର । ଦେବଗଡ଼ ବାରକୋଟରେ ଜନସଭାକୁ ସମ୍ବୋଧିତ କରିବା ସହ ପାଲଲହଡ଼ାରେ ଜନସଭାକୁ କରିବେ ସମ୍ବୋଧନ । ସେହିପରି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନ
ନିଆଁ
ତୀର୍ଥଯାତ୍ରୀ ବସରେ ନିଆଁ , ୮ ଜୀବନ୍ତ ଦଗ୍ଘ
ଅର୍ଗସ ବ୍ୟୁରୋ : ହରିୟାଣାର ନୁହରେ ତୀର୍ଥଯାତ୍ରୀ ବସରେ ନିଆଁ ଲାଗିଯାଇଛି । ଏଥିରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବସରେ ମୋଟ ୬୦ ଜଣ ଯାତ୍ର