ଘୁଘୁନି ଖାଇବାକୁ ନେଇ ପାଟିତୁଣ୍ଡ, ପରେ ମର୍ଡର
by Argus News
Fri, Dec 01 | 2:47 p.m.

ଅର୍ଗସ ବ୍ୟୁରୋ: ଘୁଘୁନି ପାଇଁ ବୀଭତ୍ସ ହତ୍ୟା । ପୋଲିସ କବ୍‌ଜାରେ ଚନ୍ଦକା ଥାନା ଗୋଠପାଟଣା ମର୍ଡର ଅଭିଯୁକ୍ତ । ସିନ୍ ରିକ୍ରିଏସନ କଲା ଅଭିଯୁକ୍ତ । ଘୁଘୁନି ଖାଇବାକୁ ଦେବାରୁ ପାଟିତୁଣ୍ଡରୁ ହୋଇଥିଲା ମର୍ଡର । ଘଙ୍ଗାପାଟଣା ଅଞ୍ଚଳର ଜଣେ ଅଭିଯୁକ୍ତକୁ କାବୁ କରିଛି ପୋଲିସ । ଅଭିଯୁକ୍ତର ନାଁ ମିଥୁନ ଜେନା, ଘର ଘଙ୍ଗାପାଟଣା । ଗତ ୮ ତାରିଖରେ ଜଳଖିଆ ଦୋକାନୀ ସସ୍ମିତା ବେହେରାଙ୍କୁ ହତ୍ୟା କରିଥିଲା ଅଭିଯୁକ୍ତ । ୩୦ରୁ ଉର୍ଦ୍ଧ ବ୍ୟକ୍ତିଙ୍କୁ ସନ୍ଦେହରେ ପଚରାଉଚରା କରାଯାଇଥିଲା । ସ୍ବାମୀ ବିଶ୍ବନାଥଙ୍କୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରିଥିଲା ପୋଲିସ । ମହିଳାଙ୍କୁ ଛୁରୀ ଭୁସି ହତ୍ୟା କରିଥିଲା ଅଭିଯୁକ୍ତ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ