ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ
by Argus News
Tue, Jan 30 | 7:49 a.m.

ନବରଙ୍ଗପୁର :  ଆଜି ନବରଙ୍ଗପୁର ବନ୍ଦ । ୬ ଦଫା ଦାବିରେ ୧୨ ଘଣ୍ଟିଆ ବନ୍ଦ ।  ସ୍ବାସ୍ଥ୍ୟ, ଶିକ୍ଷା, ବେକାରୀ ସମସ୍ୟ ସମେତ ୬ ଦଫା ଦାବିରେ ବନ୍ଦ । ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ସକାଳ ୬ ରୁ ବନ୍ଦ ପାଳନ  କରାଯାଇଛି ।

ଅଧିକ ପଢନ୍ତୁ ଓଡିଶା ଖବର 

ଚାଉଁରିଆଗୁଡା , ମାଜିଗୁଡା ରାସ୍ତା ଅବରୋଧ କରାଯାଇଛି । ଯାହାଦ୍ବାରା ଗାଡି ଚଳାଚଳ ବନ୍ଦ ରହିଛି । 
 

ଖଲ୍ଲିକୋଟ ହିଂସା ପାଇଁ
ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT . ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍
AC
ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ
ଅର୍ଗସ ବ୍ୟୁରୋ: ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ । ଥଣ୍ଡା ହେତୁ ଶରୀର ଏବଂ ଗଣ୍ଠିରେ ଯନ୍ତ୍ରଣା ହେବାର ସମସ୍ୟା ବଢିପାରେ । ଏସି,କୁଲରର ପବ
ଗ୍ରୀଷ୍ମ ପ୍ରବାହ
୨୦ ରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସକାଳେ ଖରା ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ମେଘୁଆ ପାଗ ସହ କାଁ ଭାଁ ସ୍ଥାନରେ ବର୍ଷା ହେବା